Home Bibles ପ୍ରଥମ ବଂଶାବଳୀ 3:9 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 3:9 · ଓଡ଼ିଆ ବାଇବେଲ

ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ଯ ପୁତ୍ରଗଣ ଥିଲେ। ତାମର ସମାନଙ୍କେର ଭଉଣୀ ଥିଲେ।

Cross references

ଦିତୀୟ ଶାମୁୟେଲ 5:13

ଦାଉଦ ହିବ୍ରୋଣରକ୍ସ୍ଟ ଯିରୁଶାଲମକୁ ଗଲେ। ସଠାେରେ ସେ ଅନକେ ସ୍ତ୍ରୀମାନଙ୍କୁ ଓ ଅନକେ ଉପପତ୍ନୀମାନଙ୍କୁ ବିବାହ କଲେ ଏବଂ ସଠାେରେ ତାଙ୍କଠାରକ୍ସ୍ଟ ଅନକେ ପିଲା ଜନ୍ମ ହେଲେ।

ଦିତୀୟ ଶାମୁୟେଲ 13:1

ଦାଉଦଙ୍କର ଏକ ପକ୍ସ୍ଟତ୍ର ଥିଲେ, ଯାହାର ନାମ ଥିଲା ଅବଶାଲୋମ। ଅବଶା ଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସକ୍ସ୍ଟନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପକ୍ସ୍ଟତ୍ର ଥିଲା ଅମ୍ମାନେ।

ପ୍ରଥମ ବଂଶାବଳୀ 28:5

ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।

Interlinear

Choose Theme