ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମରଦେ, ଏଫର ଓ ଯାଲୋନ୍। ମଲଦଙ୍କେର ବିଥିଯା ନାମ୍ନୀ ଜଣେ ମିଶରୀଯା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିଯମ, ଶମ୍ମଯ ଓ ଇଷ୍ଟିମାୟଙ୍କେର ପିତା ୟିଶବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ୟିହୁଦୀଯ ପତ୍ନୀ ଯରେଦ୍ ହବରେ ଓ ୟିକୂଥୀଯଲଙ୍କେୁ ଜନ୍ମ ଦେଲେ।
Cross references
ଅନାବ୍, ଇଷ୍ଟିମାେଯ, ଆନୀମ୍,
ଅରୋଯର, ଶିଫମାେତ୍ ଓ ଇଷ୍ଟିମାେଯମାନଙ୍କ ନିକଟକକ୍ସ୍ଟ କିଛି ପଠାଇଲେ।
ମରଦଙ୍କେର ସ୍ତ୍ରୀ ହାଦେିୟ ନହମଙ୍କର ଭଗିନୀ ଥିଲେ। ମରଦଙ୍କେ ସ୍ତ୍ରୀଙ୍କ ପୁତ୍ରମାନେ କିଯୀଲା ଓ ଇଷ୍ଟିମଯଙ୍କେ ପିତା ଥିଲେ। କିଯୀଲା ଗର୍ମୀଯ ଲୋକମାନଙ୍କ ମଧ୍ଯରୁ ଆସିଥିଲେ ଓ ଇଷ୍ଟିମାେଯ-ମାଖାତୀଯ ଲୋକମାନଙ୍କ ମଧ୍ଯରୁ ଆସିଥିଲେ।
ହାରୋଣର ବଂଶଧରମାନଙ୍କୁ ଦିଆୟାଇଥିବା ଆଶ୍ରଯ ନଗର ସବୁ ହିବ୍ରୋଣ, ଲିବନା, ୟତ୍ତୀର, ଇଷ୍ଟିମାେଯ,
କିନ୍ତୁ ରାଜା ଦାଉଦ ଅରଣନ୍ଙ୍କୁ ଉତ୍ତର ଦେଲେ, ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ମୁଁ ତୁମ୍ଭଠାରୁ କିଛି ନଇେ ସଦାପ୍ରଭୁଙ୍କୁ ଦବେି ନାହିଁ। ମୁଁ ବିନା ମୂଲ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରିବି ନାହିଁ।