ସଠାେରେ କବଳେ ଅଳ୍ପମାତ୍ର ଅମାଲକେୀଯ ଲୋକ ରହିଲେ। ଆଉ ଏହିଶିମିଯୋନୀଯ ଲୋକମାନେ ସମାନଙ୍କେୁ ବଧ କଲେ। ସହେି ସମୟଠାରୁ ଆଜି ପର୍ୟ୍ଯନ୍ତଶିମିଯୋନୀଯ ଲୋକମାନେ ସଯେୀର ରେ ବସବାସ କରି ଆସିଅଛନ୍ତି।
Cross references
ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ୟୁଦ୍ଧର ବିବରଣୀ ଲେଖ। ଏହିକଥା ଏକ ପୁସ୍ତକରେ ଲେଖ। ଯାହାଫଳ ରେ ଲୋକମାନେ ମନରେଖି ପାରିବେ ଏଠା ରେ ଯାହାସବୁ ଘଟିଥିଲା। ଏବଂ ଯିହାଶୂେୟଙ୍କ ପାଖ ରେ ସହେି ପୁସ୍ତକ ପଢ। ମୁଁ ସମ୍ପୂର୍ଣ୍ଣଭାବରେ ଅମାଲକେୀଯମାନଙ୍କୁ ଏହି ପୃଥିବୀରୁ ଧ୍ବଂସ କରିବି।
ତୁମ୍ଭମାନେେ ମିଶରରକ୍ସ୍ଟ ବାହାର ହାଇେ ଆସିବା ବେଳେ ପଥ ମଧିଅରେ ଅମାଲକେୀଯ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପରି କରିଥିଲେ।
ସଦାପ୍ରଭୁ ମାୟୋବ ଦେଶ ରେ ବୈତ୍ପିଯୋର ସମ୍ମକ୍ସ୍ଟଖସ୍ଥ ଉପତ୍ୟକା ରେ ତାହାଙ୍କକ୍ସ୍ଟ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ୟ୍ଯନ୍ତ କହେି ଜାଣି ନାହାଁନ୍ତି।
ସହେି ଲୋକ, ହିତ୍ତୀଯମାନେ ବାସ କରୁଥିବା ସ୍ଥାନକକ୍ସ୍ଟ ଗଲେ। ଏବଂ ଏମିତିକି ଆଜି ସହେି ସହର ଲୂସ୍ ନାମ ରେ ପରିଚିତ।
ଶାଉଲ ଅମାଲକମାନଙ୍କେୁ ପରାସ୍ତ କଲେ। ସେ ହବୀଲାଠାରକ୍ସ୍ଟ ମିଶର ସୀମାବର୍ତ୍ତୀ ଶକ୍ସ୍ଟରର ନିକଟ ପର୍ୟ୍ଯନ୍ତ ଅମାଲକେୀଯମାନଙ୍କୁ ଆକ୍ରମଣ କଲେ।
ସହେି ମିଶରୀଯ ଜଣକ ଦାଉଦଙ୍କକ୍ସ୍ଟ ସମାନଙ୍କେ ନିକଟକକ୍ସ୍ଟ ନଇଗେଲେ। ଯେଉଁଠା ରେ ସମାନେେ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ବସି ଖିଆପିଆ କରୁଥିଲେ। ସମାନେେ ପଲେଷ୍ଟୀୟମାନଙ୍କର ଓ ୟିହକ୍ସ୍ଟଦାରକ୍ସ୍ଟ ଲକ୍ସ୍ଟସ୍ଖନ କରିଥିବା ବହକ୍ସ୍ଟତ ସାମଗ୍ରିମାନ ଉପ ଭୋଗ କଲେ ଓ ସଠାେରେ ଉତ୍ସବ କରୁଥିଲେ।
ଦାଉଦ ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ବଧ କଲେ। ସମାନେେ ସୂର୍ େଯ୍ଯାଦଯରକ୍ସ୍ଟ ପରଦିନ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢି଼ଲେ ଏବଂ ପଳାଇଲେ ସହେି ଅମାଲକେୀଯ ବ୍ଯତୀତ କହେି ରକ୍ଷା ପାଇଲେ ନାହିଁ।
ଦାଉଦ ଅରାମ, ମାଯାେବ, ଅମ୍ମାନେ, ପଲେଷ୍ଟୀୟ, ଅମାଲକେୀଯ ଏବଂ ସେ ମଧ୍ଯ ସୋବାର ରାଜା ରହବରେ ପକ୍ସ୍ଟତ୍ର ହଦଦଷେରକକ୍ସ୍ଟ ପରାସ୍ତ କରିଥିଲେ।
ସହେି ଖମ୍ବଗୁଡ଼ିକ ଏତେ ଲମ୍ବା ଥିଲା ଯେ ପବିତ୍ର ତମ୍ବୁ ସ୍ଥାନର ସମ୍ମୁଖରୁ ତାହାର ଦୁଇପାଶର୍ବ ଦଖାଯାେଉଥିଲା। କିନ୍ତୁ ମନ୍ଦିର ସମ୍ମୁଖରୁ କୌଣସି ବ୍ଯକ୍ତି ସହେି ଖମ୍ବଗୁଡ଼ିକୁ ଦେଖିପାରୁ ନ ଥିଲେ। ଆଜି ମଧ୍ଯ ସହେି ଖମ୍ବଗୁଡ଼ିକ ସହେି ସ୍ଥାନ ରେ ରହିଅଛି।
ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କୋର୍ଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ୟିରୁଶାଲମର ସମସ୍ତ ପଥ ସହେି କୋରଧାଗ୍ନି ରେ ପ୍ରଜ୍ବଳିତ ହେଲା। ଆଉ ମାରେ କୋରଧ ଯୋଗୁଁ ୟିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ବଂସସ୍ତୁପ ରେ ପରିଣତ ହାଇେଅଛି।
ତେଣୁ ଏବେ ସୁଦ୍ଧା ଏହି ଜମିଟିକୁ ରକ୍ତକ୍ଷାତ୍ର ବୋଲି କୁହାଯାଉଛି।
ସୈନ୍ଯମାନେ ଟଙ୍କାତକ ନେଲେ। ସମାନଙ୍କେୁ ଯେପରି କରିବାକୁ ଶିଖାଯାଇଥିଲା, ସମାନେେ ତାହାହିଁ କଲେ। ଏବଂ ଏକଥାଟି ଆଜି ପର୍ୟ୍ଯନ୍ତ ମଧ୍ଯ ଯିହୂଦୀମାନଙ୍କ ମଧିଅରେ ପ୍ରଚ଼ଳିତ ଅଛି।