ପ୍ରଥମ ବଂଶାବଳୀ 5:14 · ଓଡ଼ିଆ ବାଇବେଲ
ଏହି ବ୍ଯକ୍ତିମାନେ ଅବୀହଯିଲର ବଂଶଧର ଥିଲେ। ଅବୀ ହଯେିଲ ହୁରିଙ୍କର ପୁତ୍ର ଥିଲେ। ହୁରି ୟାରୋହଙ୍କ ପୁତ୍ର, ୟାରହୋ ଗିଲିଯଦଙ୍କ ପୁତ୍ର। ଗିଲିଯଦ୍ ମୀଖାଯଲଙ୍କେ ପୁତ୍ର, ମୀଖାଯେଲ୍ ୟିହିଶଯଙ୍କ ପୁତ୍ର, ୟିହିଶଯ ୟହଦୋଙ୍କ ପୁତ୍ର, ୟହଦୋ ବୂଷ୍ଙ୍କ ପୁତ୍ର ଥିଲେ।