ଯୋଥମ୍ ଓ ୟାରବିଯାମଙ୍କ ସମୟରେ, ଗାଦ୍ଙ୍କ ଗୋଷ୍ଠୀ ଇତିହାସ ରେ ଏହି ବ୍ଯକ୍ତିମାନଙ୍କର ନାମ ଲିଖିତ ହାଇେଥିଲା। ଯୋଥମ୍ ଯିହୁଦାର ରାଜା ଓ ୟାରବିଯାମ ଇଶ୍ରାୟେଲର ରାଜା ଥିଲେ।
Cross references
ୟୋଯାଶଙ୍କର ମୃତ୍ଯୁ ହେଲା ଓ ସେ ନିଜର ପୂର୍ବପୁରୁଷଗଣଙ୍କ ସହିତ ଶମରିଯା ରେ ଇଶ୍ରାୟେଲ ରାଜାମାନଙ୍କ ସଙ୍ଗେ କବର ନେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ୟାରବିଯାମ ନୂତନ ରାଜା ରୂପେ ପରିଚିତ ହେଲେ।
ଯିହୁଦାର ରାଜା ୟୋଯାଶଙ୍କର ପୁତ୍ର ରାଜା ଅମତ୍ସିଯଙ୍କ ରାଜତ୍ବର ପନ୍ଦର ବର୍ଷ ରେ ଇଶ୍ରାୟେଲର ରାଜା ୟୋଯାଶଙ୍କର ପୁତ୍ର ୟାରବିଯାମ ଶମରିଯା ରେ ରାଜ୍ଯ ଶାସନ ଆରମ୍ଭ କଲେ ଓ ସେ ଏକଗ୍ଭଳିଶ ବର୍ଷ ରାଜତ୍ବ କଲେ।
ୟାରବିଯାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିଯା, ସମସ୍ତ ପରାକ୍ରମ, ସେ କି ପ୍ରକାର ୟୁଦ୍ଧ କଲେ ଓ ଇଶ୍ରାୟେଲ ପାଇଁ ସେ କିପରି ଯିହୁଦାର ପୁର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।
ପୁଣି ସଦାପ୍ରଭୁ ଅସରିଯଙ୍କୁ ମରଣ ପର୍ୟ୍ଯନ୍ତ କୁଷ୍ଠୀ କରି ଦେଲେ ଓ ସେ ଏକ ପୃଥକ ଗୃହ ରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ ଗୃହର କର୍ତ୍ତା ହାଇେ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।
ଇଶ୍ରାୟେଲର ରାଜା ରମଲିଯଙ୍କର ପୁତ୍ର ପକହଙ୍କେ ରାଜତ୍ବର ଦ୍ବିତୀୟ ବର୍ଷ ରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ ରାଜ୍ଯ କରିବାକୁ ଆରମ୍ଭ କଲେ।
ପରିବାରର ଇତିହାସ ରେ ଯେଉଁପରି ଲଖାେ ୟାଇଅଛି, ଠିକ୍ ସହେିପରି ଯାୟେଲଙ୍କ ଭ୍ରାତୃଗଣ ଓ ତାହାଙ୍କ ପରିବାରବର୍ଗ ତାଲିକା କରା ୟାଇଅଛି। ୟିଯିଯଲେ ପ୍ରଥମ ପୁତ୍ର ଥିଲେ, ତା'ପରେ ଜିଖରିଯ।
ୟୋଥାମ୍ ରାଜା ହବୋ ସମୟରେ ପଚିଶ ବର୍ଷ ବଯସ୍କ ହାଇେଥିଲେ। ସେ ୟିରୁଶାଲମ ରେ ଷୋହଳ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଥିଲା ୟିରୁଶା। ୟିରୁଶା ସାଦୋକ୍ଙ୍କର କନ୍ଯା ଥିଲେ।