Home Bibles ☰ Books ପ୍ରଥମ ବଂଶାବଳୀ 5:23 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 5:23 · ଓଡ଼ିଆ ବାଇବେଲ

ବାଲ୍-ହର୍ମୋଣ, ସନୀର ଓ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ମନଃଶିରଙ୍କ ଗୋଷ୍ଠୀର ଅର୍ଦ୍ଧକେ ଲୋକ ବାସ କଲେ। ସମାନେେ ଏକ ବିଶାଳ ଗୋଷ୍ଠୀ ରେ ପରିଣତ ହେଲେ।

Cross references

ଗଣନା ପୁସ୍ତକ 26:28

ଯୋଷଫଙ୍କେ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରଯିମ। ଏମାନେ ପ୍ରେତ୍ୟକକ ଏକ ଏକ ପରିବାରବର୍ଗ ହେଲେ।

ଦିତୀୟ ବିବରଣ 3:8

ଏହି ପ୍ରକାର ରେ, ଆମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରିସ୍ଥ ଇ ମାରେୀଯମାନଙ୍କ ଦକ୍ସ୍ଟଇ ରାଜାଙ୍କର ହାତରକ୍ସ୍ଟ ଅର୍ଣୋନ ଉପତ୍ୟକା ଠାରକ୍ସ୍ଟ ହର୍ମୋଣ ପର୍ବତ ପର୍ୟ୍ଯନ୍ତ ସମସ୍ତ ଦେଶ ହସ୍ତଗତ କଲକ୍ସ୍ଟ।

ଦିତୀୟ ବିବରଣ 3:9

ସୀଦୋନୀଯମାନେ ସହେି ହର୍ମୋଣକକ୍ସ୍ଟ ସିରିଯୋନ କହନ୍ତି ଓ ଇ ମାରେୀଯମାନେ ତାହାକକ୍ସ୍ଟ ସନୀର କହନ୍ତି।

ଦିତୀୟ ବିବରଣ 33:17

ଯୋଷଫେ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ତାଙ୍କର ଶିଙ୍ଗ ସଦୃଶ। ସମାନେେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶଷେ ସୀମାକକ୍ସ୍ଟ ସମାନଙ୍କେୁ ତଡି ଦବେେ। ସମାନେେ ମନଃଶିର ହଜାର ହଜାର ଲୋକପରି, ଇଫ୍ରଯିମଙ୍କ ଦଶହଜାର ଲୋକଙ୍କ ତକ୍ସ୍ଟଲ୍ଯ।

ଯିହୋଶୂୟ 13:11

ଗିଲିଯଦ ଓ ଗଶକ୍ସ୍ଟରୀଯମାନଙ୍କ ଓ ମାଖାଥୀଯମାନଙ୍କ ଅଞ୍ଚଳ ଓ ସମକ୍ସ୍ଟଦାଯ ହର୍ମୋଣ ପର୍ବତ ଓ ସଲଖା ପର୍ୟ୍ଯନ୍ତ ସମସ୍ତ ବାସନ ସୀମା ପର୍ୟ୍ଯନ୍ତ ଥିଲା।

ଯିହୋଶୂୟ 13:29

ଆଉ ମାଶାେ ମନଃଶିର ଅର୍ଦ୍ଧ ପରିବାରବର୍ଗକକ୍ସ୍ଟ ସମାନଙ୍କେର ଗୋଷ୍ଠୀ ଦ୍ବାରା ଦିଆୟାଇଥିବା ଦେଶକକ୍ସ୍ଟ ଦେଲେ।

ଗୀତସଂହିତା 133:3

ଏହା ହର୍ମୋଣ ପର୍ବତରୁ ସିଯୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ଯ। ସହେିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦଇେଛନ୍ତି।

ପରମଗୀତ 4:8

ଆଗୋ ମାରେ ପ୍ରିୟେ, ମାେ ସଙ୍ଗେ ଲିବାନୋନରୁ ଆସ। ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣରୁ ଏବଂ ସିଂହମାନଙ୍କ ଗୁମ୍ଫାରୁ ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।

Interlinear

Choose Theme