ପ୍ରଥମ ବଂଶାବଳୀ 5:24 · ଓଡ଼ିଆ ବାଇବେଲ
ସମାନଙ୍କେ ପରିବାର ନେତାଗଣ ଥିଲେ : ଏଫର, ୟୀଶି, ଇଲୀଯଲେ, ଅସ୍ରୀଯଲେ, ୟିରମିଯ, ହୋଦବିଯ ଓ ୟହଦୀଯଲେ, ସହେି ଲୋକମାନେ ଅତ୍ଯନ୍ତ ବଳିଷ୍ଠ ସାହସୀ ଏବଂ ବିଖ୍ଯାତ ବ୍ଯକ୍ତିଗଣ ଥିଲେ। ସମାନେେ ସମାନଙ୍କେର ପରିବାରବର୍ଗର ମୁଖ୍ଯ ଥିଲେ।
Cross references
ପ୍ରଥମ ବଂଶାବଳୀ 4:38
ୟିଦାଯ ଶମଯିଙ୍କ ପୁତ୍ର ଓ ଶିମିଯି ଶମଯିଯଙ୍କ ପୁତ୍ର ଥିଲେ।
ପ୍ରଥମ ବଂଶାବଳୀ 12:21
ସମାନେେ ମନ୍ଦ ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବା ନିମନ୍ତେ ଦାଉଦଙ୍କୁ ସାହାୟ୍ଯ କରୁଥିଲେ। ଏହି ମନ୍ଦ ଲୋକମାନେ ଦେଶସାରା ବ୍ଯାପି ୟାଇଥିଲେ ଓ ଲୋକମାଙ୍କର ଜିନିଷପତ୍ର ଚେୀରି କରିନଇେ ଯାଉଥିଲେ। ମନଃଶିର ଏହି ଲୋକମାନେ ଦୁଃସାହସୀ ସୈନ୍ଯ ଥିଲେ। ସମାନେେ ଦାଉଦଙ୍କ ସୈନ୍ଯଦଳର ସନୋଧ୍ଯକ୍ଷ ହେଲେ।