Home Bibles ପ୍ରଥମ ବଂଶାବଳୀ 5:3 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 5:3 · ଓଡ଼ିଆ ବାଇବେଲ

ରୁବନ୍ଙ୍କେ ପୁତ୍ରମାନେ ଥିଲେ : ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମୀ।

Cross references

ଆଦି ପୁସ୍ତକ 46:9

ରୂବନଙ୍କେର ପୁତ୍ରମାନେ ହେଲେ: ହନୋକ୍, ପଲ୍ଲୁ, ହିଷ୍ରୋନ୍ ଓ କର୍ମି।

ଯାତ୍ରା ପୁସ୍ତକ 6:14

ଏହି ସମସ୍ତ ଲୋକ ଇଶ୍ରାୟେଲ ବଂଶ ମଧିଅରେ ମୁଖ୍ଯ ଥିଲେ। ଇଶ୍ରାୟେଲଙ୍କର ଜେଷ୍ଠ ପୁତ୍ର ରୁବନରେ ସନ୍ତାନ ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି ଏହିପରି ଚାରି ପୁତ୍ର ଥିଲେ।

ଗଣନା ପୁସ୍ତକ 26:5

ରୁବନେ ଇଶ୍ରାୟେଲ ପ୍ରଥମ ପୁତ୍ର। ରୁବନରେ ପୁତ୍ରଗଣ ଓ ଗୋଷ୍ଠୀଗୁଡିକ ହେଲ, ହାନୋକରୁ ହାନୋକ ଗୋଷ୍ଠୀ ଓ ପଲ୍ଲୂଠାରୁ ପଲ୍ଲୂ ଗୋଷ୍ଠୀ ଥିଲେ।

Interlinear

Choose Theme