Home Bibles ପ୍ରଥମ ବଂଶାବଳୀ 6:12 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:12 · ଓଡ଼ିଆ ବାଇବେଲ

ଅହୀଟୂବ୍ ସାଦୋକଙ୍କ ପିତା ଥିଲେ। ସାଦୋକ ଶଲ୍ଲୁମ୍ଙ୍କ ପିତା ଥିଲେ।

Cross references

ପ୍ରଥମ ଶାମୁୟେଲ 1:1

ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।

ପ୍ରଥମ ବଂଶାବଳୀ 6:19

ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି।

ପ୍ରଥମ ବଂଶାବଳୀ 9:11

ଅସରିଯ ହିଲକିଯଙ୍କ ପୁତ୍ର ଥିଲେ। ହିଲକିଯ ମଶୁଲ୍ଲମ୍ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକ୍ଙ୍କ ପୁତ୍ର ଥିଲେ। ସାଦୋକ୍ ମରାଯୋତଙ୍କ ପୁତ୍ର ଥିଲେ। ମରାଯୋତ ଅହୀଟୂବ୍ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ବରଙ୍କ ମନ୍ଦିରର ସୁରକ୍ଷା ଦାଯିତ୍ବ ରେ ଥିବା ବିଶଷେ କାର୍ୟ୍ଯକାରୀ ଥିଲେ। ଆହୁରି ମଧ୍ଯ ସଠାେରେ ୟିରୋହମଙ୍କ ପୁତ୍ର ଅଦାଯା ଥିଲେ। ୟିରୋହମ୍ ପଶ୍ହୂରଙ୍କ ପୁତ୍ର ଥିଲେ।

ନିହିମିୟା 11:11

ହିଲ୍କିଯର ପୁତ୍ର ସରାଯ, ହିଲ୍କିଯ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ ସାଦୋକର ପୁତ୍ର, ସାଦୋକ୍ ମରାଯୋତର ପୁତ୍ର, ମରାଯୋତ୍ ଅହୀଟୁବ୍ର ପୁତ୍ର, ସରାଯ ପରମେଶ୍ବରଙ୍କ ମନ୍ଦିରର ନିରୀକ୍ଷକ ଥିଲେ।

Interlinear

Choose Theme