Home Bibles ପ୍ରଥମ ବଂଶାବଳୀ 6:17 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:17 · ଓଡ଼ିଆ ବାଇବେଲ

ଗେର୍ଶୋନଙ୍କ ପୁତ୍ରମାନେ ଥିଲେ ଲିବନି ଓ ଶମିଯି।

Cross references

ଯାତ୍ରା ପୁସ୍ତକ 6:17

ଗେର୍ଶାେନଙ୍କର ଦୁଇଜଣ ସନ୍ତାନ ଥିଲେ, ଲିବ୍ନି ଓ ଶିମିଯି।

ଗଣନା ପୁସ୍ତକ 3:18

ଗେର୍ଶୋନ ପରିବାରବର୍ଗର ନାମ ଲାବନି ଓ ଶିମିଯି।

ଗଣନା ପୁସ୍ତକ 3:21

ଗେର୍ଶୋନଠାରୁ ଲିବନି ବଂଶ ଓ ଶିମିଯିର ବଂଶ ଉତ୍ପନ୍ନ ହେଲେ, ଏମାନେ ଗେର୍ଶୋନୀଯ ବଂଶ।

ପ୍ରଥମ ବଂଶାବଳୀ 23:7

ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିଯି।

ଗୀତସଂହିତା 81:1

ଆମ୍ଭମାନଙ୍କ ବଳସ୍ବରୂପ ପରମେଶ୍ବରଙ୍କର ଉଦ୍ଦେଶ୍ଯରେ ଉଚ୍ଚ ସ୍ବରରେ ଜଯଗାନ କର। ୟାକୁବର ପରମେଶ୍ବରଙ୍କ ଉଦ୍ଦେଶ୍ଯରେ ଜଯଧ୍ବନି କର।

ଗୀତସଂହିତା 135:1

ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।

Interlinear

Choose Theme