Home Bibles ☰ Books ପ୍ରଥମ ବଂଶାବଳୀ 6:19 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:19 · ଓଡ଼ିଆ ବାଇବେଲ

ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି।

Cross references

ଯାତ୍ରା ପୁସ୍ତକ 6:19

ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି ଏହିସବୁ ବଂଶ ଇଶ୍ରାୟେଲୀୟ ଲବେୀ ବଂଶୀଯ ଥିଲେ।

ଗଣନା ପୁସ୍ତକ 3:20

ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି।

ଗଣନା ପୁସ୍ତକ 26:57

ସମାନେେ ମଧ୍ଯ ଲବେୀର ପରିବାରବର୍ଗଙ୍କୁ ଗଣନା କଲେ। ଲବେୀୟ ପରିବାରବର୍ଗଗୁଡିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀଯ ଗୋଷ୍ଠୀ; କାହାତଠାରୁ କାହାତୀଯ ଗୋଷ୍ଠୀ; ମରାରିଠାରୁ ସରାରୀଯ ଗୋଷ୍ଠୀ।

ପ୍ରଥମ ବଂଶାବଳୀ 6:12

ଅହୀଟୂବ୍ ସାଦୋକଙ୍କ ପିତା ଥିଲେ। ସାଦୋକ ଶଲ୍ଲୁମ୍ଙ୍କ ପିତା ଥିଲେ।

ପ୍ରଥମ ବଂଶାବଳୀ 23:21

ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀଯାସର ଓ କୀଶ୍।

ପ୍ରଥମ ବଂଶାବଳୀ 24:26

ମରାରିଙ୍କ ବଂଶଧରମାନେ ଥିଲେ ମହଲି ଓ

Interlinear

Choose Theme