ପ୍ରଥମ ବଂଶାବଳୀ 6:2 · ଓଡ଼ିଆ ବାଇବେଲ
କହାତଙ୍କର ପୁତ୍ରମାନେ ଥିଲେ ଅମା୍ରମ୍, ୟିଷହାର, ହିବ୍ରୋଣ୍ ଓ ଉଷିଯଲେ।
Cross references
ଯାତ୍ରା ପୁସ୍ତକ 6:18
କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ,
ଯାତ୍ରା ପୁସ୍ତକ 6:21
ୟିଷ୍ହରର ସନ୍ତାନ କୋରହ, ନଫେଗ୍ ଓ ସିଖ୍ରି।
ପ୍ରଥମ ବଂଶାବଳୀ 6:27
ଇଲୀଯାବ୍ ନହାତଙ୍କ ପୁତ୍ର ଥିଲେ। ୟିରୋହମ୍ ଇଲୀଯାବ୍ଙ୍କ ପୁତ୍ର ଥିଲେ। ଇଲକାନା ୟିରୋହମ୍ଙ୍କ ପୁତ୍ର ଥିଲେ। ଶାମୁଯଲେ ଇଲକାନାଙ୍କ ପୁତ୍ର ଥିଲେ।
ପ୍ରଥମ ବଂଶାବଳୀ 23:7
ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିଯି।
ପ୍ରଥମ ବଂଶାବଳୀ 23:12
କହାତଙ୍କର ଚାରିପୁତ୍ର ଥିଲେ। ସମାନେେ ହେଲେ ଅମ୍ରାମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ।