Home Bibles ☰ Books ପ୍ରଥମ ବଂଶାବଳୀ 6:26 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:26 · ଓଡ଼ିଆ ବାଇବେଲ

ଇଲକାନା ଅହୀମାେତଙ୍କର ପୁତ୍ର ଥିଲେ। ସୋଫୀଯ ଇଲକାନାଙ୍କ ପୁତ୍ର ଥିଲେ। ନହାତ୍ ସୋଫୀଙ୍କ ପୁତ୍ର ଥିଲେ।

Cross references

ପ୍ରଥମ ଶାମୁୟେଲ 1:1

ଇଫ୍ରଯିମର ପର୍ବତମଯ ଦେଶର ରାମାଠା ରେ ଜଣେ ଲୋକ ବାସ କରୁଥିଲେ, ଯାହାର ନାମ ଥିଲା ଇଲ୍କାନା। ଇଲ୍କାନା ସୂଫ ପରିବାରବର୍ଗର ଥିଲେ। ଇଲ୍କାନା ୟିରୋହମର ପକ୍ସ୍ଟତ୍ର, ଥିଲା ୟିଏ ଇଲୀହର ପକ୍ସ୍ଟତ୍ର ଥିଲା, ୟିଏ ତୋହର ପକ୍ସ୍ଟତ୍ର ଥିଲା, ୟିଏ ସୂଫର ପକ୍ସ୍ଟତ୍ର ଥିଲା ଓ ଏମାନେ ଇଫ୍ରଯିମ ପରିବାରବର୍ଗର ଥିଲେ।

ପ୍ରଥମ ବଂଶାବଳୀ 6:6

ଉଷି ସରହିଯଙ୍କ ପିତା ଥିଲେ। ସରହିଯ ମରାଯୋତଙ୍କ ପିତା ଥିଲେ।

ପ୍ରଥମ ବଂଶାବଳୀ 6:35

ତୋହ ସୂଫ୍ଙ୍କ ପୁତ୍ର ଥିଲେ। ସୂଫ୍ ଇଲ୍କାନାଙ୍କ ପୁତ୍ର ଥିଲେ। ଇଲ୍କାନା ମାହତ୍ଙ୍କ ପୁତ୍ର ଥିଲେ। ମାହତ୍ ଅମାସଯଙ୍କ ପୁତ୍ର ଥିଲେ।

Interlinear

Choose Theme