ପ୍ରଥମ ବଂଶାବଳୀ 6:30 · ଓଡ଼ିଆ ବାଇବେଲ
ଶିମିଯି ଲିବନିଙ୍କ ପୁତ୍ର ଥିଲେ। ଉଷଃ ଶିମିଯିଙ୍କ ପୁତ୍ର ଥିଲେ। ଶିମିଯି ଉଷଃଙ୍କ ପୁତ୍ର ଥିଲେ। ହଗିଯ ଶିମିଯିଙ୍କ ପୁତ୍ର ଥିଲେ। ଅସାଯ ହଗିଯଙ୍କ ପୁତ୍ର ଥିଲେ।
Cross references
ପ୍ରଥମ ବଂଶାବଳୀ 23:21
ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀଯାସର ଓ କୀଶ୍।