Home Bibles ପ୍ରଥମ ବଂଶାବଳୀ 6:32 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:32 · ଓଡ଼ିଆ ବାଇବେଲ

ଏହି ବ୍ଯକ୍ତିମାନେ ପବିତ୍ର ତମ୍ବୁ ମଧିଅରେ ସଙ୍ଗୀତ ଗାନ କରି ସବୋକାର୍ୟ୍ଯ କଲେ। ଏହି ପବିତ୍ର ତମ୍ବୁକୁ ସମାଗମ ତମ୍ବୁ ବୋଲି ମଧ୍ଯ କୁହା ଯାଉଥିଲା। ଶଲୋମନ ୟିରୁଶାଲମ ରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବା ପର୍ୟ୍ଯନ୍ତ ଏହି ବ୍ଯକ୍ତିମାନେ ସବୋକାର୍ୟ୍ଯ କଲେ। ସମାନଙ୍କେ କାର୍ୟ୍ଯ ନିମନ୍ତେ ସମାନଙ୍କେୁ ଦିଆୟାଇଥିବା ନିଯମାବଳୀକୁ ସୂଚାରୁରୂପେ ପାଳନ କରି ସମାନେେ ସବୋକାର୍ୟ୍ଯ କଲେ।

Cross references

ପ୍ରଥମ ରାଜାବଳୀ 8:6

ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।

ପ୍ରଥମ ବଂଶାବଳୀ 6:10

ୟୋହାନନ୍ ଅସରିଯଙ୍କ ପିତା ଥିଲେ (ଶଲୋମନ୍ ୟିରୁଶାଲମ ରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସଠାେରେ ଏହି ଅସରିଯ ଯାଜକ ଭାବେ କାର୍ୟ୍ଯ କରୁଥିଲେ)।

ପ୍ରଥମ ବଂଶାବଳୀ 9:33

ସହେି ଲବେୀୟ ଗାଯକଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ ଏବଂ ସମାନେେ ମନ୍ଦିର ମଧିଅରେ ଥିବା କଠାେରୀଗୁଡ଼ିକରେ ରହୁଥିଲେ। ସମାନେେ ଅନ୍ୟ କାର୍ୟ୍ଯରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ୟ୍ଯ କରିବା ଦାଯିତ୍ବ ସମାନଙ୍କେ ଉପରେ ଥିଲା।

ପ୍ରଥମ ବଂଶାବଳୀ 16:4

ଏହାପରେ ନିଯମସିନ୍ଦୁକ ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଦାଉଦ କେତଜେଣ ଲବେୀୟଙ୍କୁ ମନୋନୀତ କଲେ। ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସହେି ଲବେୀୟମାନଙ୍କ କାର୍ୟ୍ଯ ଥିଲା।

ପ୍ରଥମ ବଂଶାବଳୀ 16:37

ଏହାପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିଯମସିନ୍ଦୁକ ସମ୍ମୁଖ ରେ ଛାଡ଼ି ଚାଲିଗଲେ। ଦାଉଦ ସମାନଙ୍କେୁ ପ୍ରତିଦିନ ତାହା ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଛାଡ଼ି ଗଲେ।

ପ୍ରଥମ ବଂଶାବଳୀ 25:7

ଲବେୀ ଗୋଷ୍ଠୀର ସହେି ବ୍ଯକ୍ତିମାନେ ଓ ସମାନଙ୍କେର ଆତ୍ମୀଯମାନେ ଗାଯନ ବିଦ୍ଯା ରେ ତାଲିମପ୍ରାପ୍ତ ହାଇେଥିଲେ। 288 ଜଣ ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।

ଦିତୀୟ ବଂଶାବଳୀ 29:25

ଦାଉଦ, ରାଜାଙ୍କ ଭବିଷ୍ଯତ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ଯତ୍ବକ୍ତା ଯେଉଁ ପ୍ରକାର ଆଦେଶ ଦଇେଥିଲେ, ରାଜା ହିଜକିଯ ସହେି ପ୍ରକା ରେ ଲବେୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିର ରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ଯତ୍ବକ୍ତାମାନଙ୍କର ମାଧ୍ଯମ ରେ ଆସିଥିଲା।

ଦିତୀୟ ବଂଶାବଳୀ 31:2

ରାଜା ହିଜକିଯ ଯାଜକ ଓ ଲବେୀୟମାନଙ୍କୁ ସମାନଙ୍କେର ଭିନ୍ନ ଭିନ୍ନ ଦଳ ଅନୁସାରେ ସଂଗଠିତ କଲେ। ପ୍ରେତ୍ୟକକ ଦଳର ନିଜସ୍ବ ବିଶଷେ କାର୍ୟ୍ଯ ରହିଥିଲା। ତେଣୁ ଯାଜକମାନେ ଓ ଲବେୀୟମାନେ ପୁନର୍ବାର ହାମବେଳି ଉପହାର ଓ ମଙ୍ଗଳାର୍ଥକ ନବୈେଦ୍ଯ ଉତ୍ସର୍ଗ କରିବାର କାର୍ୟ୍ଯ କଲେ। ଆଉ ମଧ୍ଯ ପରମେଶ୍ବର ମନ୍ଦିର ରେ ସବୋକାର୍ୟ୍ଯ ଏବଂ ସଦାପ୍ରଭୁଙ୍କ ମନ୍ଦିର ଦ୍ବାରଗୁଡ଼ିକ ନିକଟରେ ପ୍ରଶଂସାଗାନ କରିବା କାର୍ୟ୍ଯ ସମାନଙ୍କେର ଥିଲା।

ଦିତୀୟ ବଂଶାବଳୀ 35:15

ଆସଫ୍ଙ୍କ ପରିବାରର ଗାଯକମାନେ ସହେି ସ୍ଥାନ ରେ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଛିଡ଼ା ହେଲେ, ଯେଉଁଠା ରେ ରାଜା ଦାଉଦ, ଆସଫ, ହମେନ୍ ଏବଂ ରାଜାଙ୍କର ଯାଜକ ୟିଦୁଥୁନ୍ ସମାନଙ୍କେୁ ନିୟୁକ୍ତ କରିଥିଲେ। ଦ୍ବାରପାଳଗଣ ଯେଉଁମାନେ ପ୍ରେତ୍ୟକକ ଫାଟକରେ ଥିଲେ, ସମାନଙ୍କେୁ ସମାନଙ୍କେର ସ୍ଥାନ ଛାଡ଼ିବାକୁ ପଡ଼ିଲା ନାହିଁ, କାରଣ ସମାନଙ୍କେର ଭ୍ରାତା ଲବେୀୟଗଣ ସମାନଙ୍କେ ପାଇଁ ନିସ୍ତାରପର୍ବର ସାମର୍ଗୀ ପ୍ରସ୍ତୁତ କରିଥିଲେ।

ଏଜ୍ରା 3:10

ଗାନ୍ଥକମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସମାନେେ ଇଶ୍ରାୟେଲର ରାଜା ଦାଉଦଙ୍କ ନିର୍ଣ୍ଣଯ ଅନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୁରୀ ସହିତ ଓ ଆସଫର ସନ୍ତାନ ଲବେୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।

ଏଜ୍ରା 6:18

ସମାନେେ ମାଶାେ ପୁସ୍ତକର ଲିଖନ ପ୍ରମାଣେ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ସବୋପାଇଁ ଯାଜକମାନଙ୍କୁ ସମାନଙ୍କେର ଦଳ ଅନୁସାରେ ଓ ଲବେୀୟମାନଙ୍କୁ ସମାନଙ୍କେ ଦଳ ଅନୁସାରେ ନିୟୁକ୍ତି କଲେ।

ନିହିମିୟା 11:17

ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।

ନିହିମିୟା 12:27

ଏହାପରେ ୟିରୁଶାଲମର ପ୍ରାଚୀର ପ୍ରତିଷ୍ଠା ସମୟରେ ଲୋକମାନେ, ଗିନି, ନବେଲ ଓ ବୀଣା ବଜାଇ ଧନ୍ଯବାଦ ଓ ଗାନ ସହିତ ଆନନ୍ଦ ରେ ପ୍ରତିଷ୍ଠା ଉତ୍ସବ ପାଳନ କରିବା ପାଇଁ ଲବେୀୟମାନଙ୍କୁ ୟିରୁଶାଲମକୁ ଆଣିବା ନିମନ୍ତେ ସମାନଙ୍କେ ସବୁ ସ୍ଥାନ ରେ ସମାନଙ୍କେୁ ଅନ୍ବଷେଣ କଲେ।

ନିହିମିୟା 12:45

ପୁଣି ସମାନେେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞା ଅନୁସାରେ ଆପଣାମାନଙ୍କ ପରମେଶ୍ବରଙ୍କ ରକ୍ଷଣୀଯ ଓ ଶୌଚର ରକ୍ଷଣୀଯ ରକ୍ଷା କଲେ, ଆଉ ଗାଯକମାନେ ଓ ଦ୍ବାରପାଳମାନେ ସହେିପରି କଲେ।

ଗୀତସଂହିତା 68:24

ପରମେଶ୍ବର, ତୁମ୍ଭେ ବିଜଯ ପଥର ନତେୃତ୍ବ ନବୋର ଲୋକାମନେ ଦେଖୁଛନ୍ତି। ସମାନେେ ମାରେ ପରମେଶ୍ବର, ମାରେ ରାଜା, ତାଙ୍କର ପବିତ୍ରସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।

ଗୀତସଂହିତା 134:1

ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!

ଗୀତସଂହିତା 135:1

ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।

Interlinear

Choose Theme