ଏହିମାନେ ହାରୋଣଙ୍କ ପୁତ୍ରଗଣ ଥିଲେ : ଇଲିଯାସର ହାରୋଣଙ୍କ ପୁତ୍ର ଥିଲେ। ପୀନ୍ହସ୍ ଇଲିଯାସରଙ୍କ ପୁତ୍ର ଥିଲେ। ଅବୀଶୂଯ ପୀନ୍ହସ୍ଙ୍କ ପୁତ୍ର ଥିଲେ।
Cross references
ହାରୋଣ ଇଲିଶେବ୍କୁ ବିବାହ କଲେ। ଇଲୀଶବୋ ଥିଲେ ଅମ୍ମୀନାଦବର କନ୍ଯା ନ ହଶାେନର ଭଗିନୀ ତାଙ୍କର ଔରସରୁ ନାଦବ ଓ ଅବୀହୂ ଓ ଇଲିଯାସର ଓ ଈଥାମରକୁ ପ୍ରସବ କଲା।
ତହିଁରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭର ଭାଇ ହାରୋଣ ଏବଂ ତାଙ୍କର ପୁତ୍ର ନାଦବ୍, ଅବୀଦ, ଇଲିଯାଜର ଓ ଇଥାମରକୁ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ଆଣ। ସମାନେେ ମାରେ ଯାଜକଗଣ ହବେେ।
ମାଶାେ ପାପାର୍ଥକ ଛାଗର ବହୁତ ଅନ୍ବଷେଣ କଲେ, ମାତ୍ର ତାହା ଦଗ୍ଧ ହାଇେସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିଯାସର ଓ ଈଥାମରଙ୍କ ଉପରେ ରାଗି କହିଲେ,
ମାତ୍ର ନାଦବ ଓ ଆବୀହୂ ସୀନଯ ପ୍ରାନ୍ତର ରେ ଅଜଣା ଅଗ୍ନି ସଦାପ୍ରଭୁଙ୍କ ଉତ୍ସର୍ଗ, ଉତ୍ସର୍ଗ କରି ପ୍ରାଣ ତ୍ଯାଗ କଲେ। ସମାନଙ୍କେର ପୁତ୍ର ନଥିଲା; ଏଣୁ ଇଲିଯାସର ଓ ଇଥାମର ଆପଣା ପିତା ହାରୋଣଙ୍କ ଉପସ୍ଥିତି ରେ ଯାଜକକର୍ମ କଲେ।
ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।
ତୁମ୍ଭେ ହାରୋଣଠାରୁ ବସ୍ତ୍ର କାଢିନବୋ ଉଚିତ୍ ଓ ତା'ର ପୁତ୍ର ଇଲିଯାସରକୁ ସଗେୁଡିକ ପିନ୍ଧାଇ ଦବୋ ଉଚିତ୍। ସେ ପର୍ବତ ଉପରେ ମରିବ ଓ ତାଙ୍କର ପୂର୍ବପୁରୁଷଙ୍କ ନିକଟକୁ ୟିବ।
ଏଥି ରେ ମାଶାେ ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ପ୍ରେତ୍ୟକକ କର୍ମ କଲେ; ସେ ଯିହାଶୂେୟଙ୍କୁ ଯାଜକ ଇଲିଯାସର ସମ୍ମୁଖ ରେ ଓ ଇଶ୍ରାୟେଲର ଲୋକମାନଙ୍କ ସମ୍ମୁଖ ରେ ଉପସ୍ଥିତ କରାଇଲେ।
ଅମ୍ରାନ୍ଙ୍କର ସନ୍ତାନମାନେ ଥିଲେ ହାରୋଣ, ମାଶାେ ଓ ମରିଯମ୍।
ଅତୀତ ରେ, ଇଲିଯାସରଙ୍କ ପୁତ୍ର ପୀନ୍ହସ ସମାନଙ୍କେର ଶାସକ ଥିଲେ ଏବଂ ସଦାପ୍ରଭୁ ତାଙ୍କ ସହିତ ଥିଲେ।
ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା : ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର।
ଏହିସବୁ ଘଟଣାପରେ ପାରସ୍ଯ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାଯର ପୁତ୍ର ଏଜ୍ରା ବାବିଲରୁ ୟାତ୍ରା କଲେ। ଉକ୍ତ ସରାଯ ଅସରିଯର ପୁତ୍ର, ଅସରିଯ ହିଲ୍କିଯର ପୁତ୍ର ଥିଲେ।
ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
ଏହାପରେ ଚତୁର୍ଥଦିନ ସହେି ରୂପା ଓ ସୁନାପାତ୍ର ସକଳ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ରେ ତୌଲାୟାଇ ଊରିଯ ଯାଜକର ପୁତ୍ର ମରମୋେତ୍ ହସ୍ତ ରେ ଦିଆଗଲା। ତାହା ସଙ୍ଗେ ପୀନହସର ପୁତ୍ର ଏଲିଯାସର ଥିଲା। ସମାନଙ୍କେ ସଙ୍ଗେ ଯଶୂେଯର ପୁତ୍ର ୟୋଷାବଦ୍ ଓ ବିନ୍ନୂଯିର ପୁତ୍ର ନୋଯଦିଯ ଏହି ଲବେୀୟମାନେ ଥିଲେ।