Home Bibles ପ୍ରଥମ ବଂଶାବଳୀ 6:54 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 6:54 · ଓଡ଼ିଆ ବାଇବେଲ

ଏହି ସମସ୍ତ ସ୍ଥାନ ରେ ହାରୋଣଙ୍କ ବଂଶଧରମାନେ ବାସ କଲେ। ସମାନଙ୍କେୁ ଦତ୍ତ ହାଇେଥିବା ଦେଶ ରେ ସମାନେେ ଛାଉଣୀ ମଧିଅରେ ବାସ କଲେ। ଲବେୀୟ ଲୋକମାନଙ୍କୁ ଦିଆୟାଇଥିବା ଦେଶ ରେ କହାତୀଯମାନେ ପ୍ରଥମ ଅଂଶ ପାଇଲେ।

Cross references

ଆଦି ପୁସ୍ତକ 25:16

ଏହି ସମସ୍ତେ ଇଶ୍ମାଯଲରେ ସନ୍ତାନ, ସମାନଙ୍କେର ଗ୍ରାମ ଓ ଛାଉଣୀ ସ୍ଥାନ ଥିଲା। ସହେି ବାରଜଣ ତାଙ୍କ ଗୋତ୍ରର ରାଜକୁମାର ଥିଲେ।

ଗଣନା ପୁସ୍ତକ 31:10

ତା'ପରେ ସମାନଙ୍କେର ସକଳ ନଗର ଓ ସକଳ ଗ୍ରାମଗୁଡିକ ଦଗ୍ଧ ଗଲେ।

ଗଣନା ପୁସ୍ତକ 35:1

ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,

ଗଣନା ପୁସ୍ତକ 35:7

ସର୍ବମାଟେ ତୁମ୍ଭମାନେେ ଲବେୀୟମାନଙ୍କୁ ଅଠଚାଳିଶଟି ନଗର ଦବେ। ତୁମ୍ଭମାନେେ ସମାନଙ୍କେୁ ନଗର ସହିତ ଚାରଣ ଭୂମି ଦବେ।

ଯିହୋଶୂୟ 21:3

ତେଣୁ ଇଶ୍ରାୟେଲର ସନ୍ତାନଗଣ ସଦାପ୍ରଭୁଙ୍କର ଏହି ବାକ୍ଯକକ୍ସ୍ଟ ସମ୍ମାନ ଦେଲେ ଓ ମାନି ନେଲେ। ସମାନେେ ଲବେୀୟମାନଙ୍କୁ ଏହି ସହର ଓ ଭୂମି ଦେଲେ ତାଙ୍କର ପଶକ୍ସ୍ଟ ଚରିବା ପାଇଁ ନିଜର ଅଧିକାର ମଧ୍ଯରକ୍ସ୍ଟ।

ଯିହୋଶୂୟ 21:10

ପ୍ରଥମ ପସନ୍ଦ ସହର ଭିତ ରେ ଲବେୀୟମାନଙ୍କୁ ଦିଆଗଲା କହାତର ବଂଶୀଯମାନଙ୍କର ହେଲା।

Interlinear

Choose Theme