ପ୍ରଥମ ବଂଶାବଳୀ 6:72 · ଓଡ଼ିଆ ବାଇବେଲ
ଗେର୍ଶୋନଙ୍କ ଗୋଷ୍ଠୀ ଆହୁରି ମଧ୍ଯ ଇଷାଖରର ଗୋଷ୍ଠୀଠାରୁ କାଦେଶ, ଦାବରତ, ରାମାେତ୍ ଓ ଆନେମ୍ ସହରଗୁଡ଼ିକ ପାଇଲେ।
Cross references
ଯିହୋଶୂୟ 19:37
କଦେଶ, ଇଦ୍ରିଯୀ ଓ ଐନ ହାତସୋର,
ଯିହୋଶୂୟ 21:28
ଇଷାଖର ପରିବାରବର୍ଗରକ୍ସ୍ଟ କିଣିଯୋନ ଓ ତହିଁର ତଳଭୂମି, ଦାବରତ୍ ଓ ତା'ର ତଳଭୂମି,
ଯିହୋଶୂୟ 21:32
ନଲ୍ଗାଲି ବଂଶରକ୍ସ୍ଟ ଗାଲିଲି ଅନ୍ତର୍ଗତ ନରହତ୍ଯାକାରୀର ଆଶ୍ରଯ ନଗର କଦେଶ ଓ ତା'ର ତଳଭୂମି, ହମାେତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସହେି ତିନୋଟି ନଗର ଦେଲେ।
ବିଚାରକର୍ତାମାନଙ୍କ ବିବରଣ 4:9
ତେଣୁ ସେ କହିଲେ, ମୁ ତକ୍ସ୍ଟମ୍ଭ ସହିତ ୟିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡକକ୍ସ୍ଟ ୟିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀ ଲୋକ ଦ୍ବାରା ସୀଷରୀକକ୍ସ୍ଟ ପରାସ୍ତ କରିବେ।