ଗେର୍ଶୋନଙ୍କ ପରିବାର ଆହୁରି ମଧ୍ଯ ନପ୍ତାଲି ଗୋଷ୍ଠୀଙ୍କଠାରୁ ଗାଲୀଲର କଦେେଶ, ହମ୍ମୋନ୍ ଓ କିରିଯାଥଯିମ୍ ସହର ମଧ୍ଯ ପ୍ରାପ୍ତ ହେଲ। ସହେି ସହରଗୁଡ଼ିକ ନିକଟରେ ଥିବା କ୍ଷେତ୍ରସବୁ ମଧ୍ଯ ସମାନେେ ଲାଭ କଲେ।
Cross references
କେଦଶର ରାଜା 1, କର୍ମିଲସ୍ଥ ଯଗ୍ନିଯାମର ରାଜା 1
କଦେଶ, ଇଦ୍ରିଯୀ ଓ ଐନ ହାତସୋର,
ତେଣୁ ଇଶ୍ରାୟେଲର ବାସିନ୍ଦାମାନେ କିଛି ସହର ବାଛିଲେ। ଯାହାକକ୍ସ୍ଟ ନିରାପଦ ସହର ନାମ ରେ ପରିଚିତ। ସହେି ସହରଗକ୍ସ୍ଟଡିକ ଥିଲା।
ନଲ୍ଗାଲି ବଂଶରକ୍ସ୍ଟ ଗାଲିଲି ଅନ୍ତର୍ଗତ ନରହତ୍ଯାକାରୀର ଆଶ୍ରଯ ନଗର କଦେଶ ଓ ତା'ର ତଳଭୂମି, ହମାେତ୍-ଦୋର ଓ ତା'ର ତଳଭୂମି, କର୍ତ୍ତନ ଓ ତା'ର ତଳଭୂମି, ଏହିପରି ଭାବରେ ସହେି ତିନୋଟି ନଗର ଦେଲେ।
ଦବୋରା ଏକ ଦୂତ ବାରକ ପାଖକକ୍ସ୍ଟ ପଠାଇଲେ। ସେ ତାଙ୍କୁ ଭଟେିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋଯମର ପକ୍ସ୍ଟତ୍ର ଥିଲେ। ବାରକ ନଲ୍ଗାଲି ସହର ରେ କଦେଶ ରେ ବାସ କରୁଥିଲେ। ଦବୋରା ବାରକକକ୍ସ୍ଟ କହିଲେ, ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, 'ନଲ୍ଗାଲି ପରିବାରବର୍ଗ ଏବଂ ସବୂଲୂନର 10 ,000 ଲୋକଙ୍କକ୍ସ୍ଟ ଏକତ୍ରୀତ କର ଓ ସମାନଙ୍କେୁ ତାବୋର ପର୍ବତକକ୍ସ୍ଟ ଆଗଇେ ନିଅ।