ପ୍ରଥମ ବଂଶାବଳୀ 6:78 · ଓଡ଼ିଆ ବାଇବେଲ
ମରାରି ବଂଶ ଆହୁରି ମଧ୍ଯ ରୁବନ୍େ ଗୋଷ୍ଠୀଠାରୁ ମରୁଭୂମିସ୍ଥ ବତେସର ସହର, ୟହସ, କଦମୋେତ୍ ଓ ମଫୋତ୍ ସହରଗୁଡ଼ିକ ପ୍ରାପ୍ତ ହେଲ। ରୁବନ୍େ ଗୋଷ୍ଠୀ ଯରେିଖୋ ନଗରର ପୂର୍ବ ପାଶର୍ବ ଓ ୟର୍ଦ୍ଦନ ନଦୀର ପୂର୍ବ ପାଶର୍ବ ରେ ବାସ କରୁଥିଲେ।
Cross references
ଦିତୀୟ ବିବରଣ 4:41
ଏହାପରେ ମାଶାେ ୟର୍ଦ୍ଦନ ନଦୀର ପୂର୍ବ ଦିଗ ରେ ତିନୋଟି ନଗର ସଂରକ୍ଷଣ କଲେ।
ଯିହୋଶୂୟ 20:8
ଏହାପରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ-ପୂର୍ବପାରି ରେ ରକ୍ସ୍ଟବନ୍େ ବଂଶର ସମଭୂମି ପ୍ରାନ୍ତର ରେ ବେତ୍ସର ଓ ଗଦ୍ବଂଶର ଗିଲିଯଦ ରେ ରାମାେତ୍ ମନଃଶି ବଂଶର ବାଶନର ଗୋଲନ୍ ନିରୂପଣ କଲେ।
ଯିହୋଶୂୟ 21:36
ରକ୍ସ୍ଟବନେ ବଂଶରକ୍ସ୍ଟ ବେତ୍ସର ତଳଭୂମି ୟହସ ଓ ତା'ର ତଳଭୂମି।