ପ୍ରଥମ ବଂଶାବଳୀ 7:21 · ଓଡ଼ିଆ ବାଇବେଲ
ଇଲିଯାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍ଙ୍କର ପୁତ୍ର ଥିଲେ ସାବଦ୍। ସାବଦ୍ଙ୍କ ପୁତ୍ର ଥିଲେ ଶୁଥଲହେ।
Cross references
ପ୍ରଥମ ଶାମୁୟେଲ 5:8
ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?
ପ୍ରଥମ ଶାମୁୟେଲ 5:10
ଏହାପରେ ସମାନେେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଇକ୍ରୋଣକକ୍ସ୍ଟ ପଠାଇଲେ। ଯେତବେେଳେ ଇଶ୍ରାୟେଲର ପରମେଶ୍ବରଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆସିଲା।
ଯିହିଜିକଲ 25:15
ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହିଛନ୍ତି, ପଲେଷ୍ଟୀୟ ଲୋକମାନେ ପ୍ରତି ଶାଧେ ନେଲେ ଏବଂ ତାହା ଇର୍ଷାପରାଯଣ ହୃଦଯ ରେ କଲେ, ପୁରୁଣା ଶତ୍ରୁତା କାରଣରୁ ଇଶ୍ରାୟେଲକୁ ଧ୍ବଂସ କରିବା ପାଇଁ ଚାହିଁଲେ।
ଯୋହନଲିଖିତ ସୁସମାଚାର 11:19
ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।