ପ୍ରଥମ ବଂଶାବଳୀ 7:26 · ଓଡ଼ିଆ ବାଇବେଲ
ଲାଦନ୍ ତହନ୍ଙ୍କ ପୁତ୍ର ଥିଲେ। ଅମ୍ମୀହୂଦ ଲାଦନଙ୍କ ପୁତ୍ର ଥିଲେ। ଇଲୀଶାମା ଅମ୍ମୀହୂଦଙ୍କ ପୁତ୍ର ଥିଲେ।
Cross references
ଗଣନା ପୁସ୍ତକ 1:10
ଇଫ୍ରଯିମ ଗୋ୍ଟିର, ଅମ୍ମୀହୂଦର ପୁତ୍ର ଇଲୀଶାମା।
ଗଣନା ପୁସ୍ତକ 2:18
ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।