ପ୍ରଥମ ବଂଶାବଳୀ 7:31 · ଓଡ଼ିଆ ବାଇବେଲ
ବରୀଯଙ୍କ ପୁତ୍ରମାନେ ଥିଲେ ହବରେ ଓ ମଲକୀଯଲେ। ମଲକୀଯଲେ ବିର୍ଷୋତଙ୍କ ପିତା ଥିଲେ।
Cross references
ଆଦି ପୁସ୍ତକ 46:17
ଆଶରରେ ପୁତ୍ରମାନେ ଥିଲେ, ୟିମ୍ନା, ୟିଶ୍ବା, ୟିଶ୍ବି, ବରୀଯ ଓ ସମାନଙ୍କେର ଭଉଣୀ, ସରହେ ଓ ବରଯର ପୁତ୍ର ହବରେ ଓ ମଲ୍କୀଯଲେ ଥିଲେ।