Home Bibles ପ୍ରଥମ ବଂଶାବଳୀ 7:40 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 7:40 · ଓଡ଼ିଆ ବାଇବେଲ

ଏହି ବ୍ଯକ୍ତିମାନେ ଆଶରଙ୍କେ ବଂଶଧର ଥିଲେ। ସମାନେେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ସର୍ବୋତ୍ତମ ବ୍ଯକ୍ତି ଥିଲେ। ସମାନେେ ସମସ୍ତେ ଯୋଦ୍ଧା ଓ ମହାନ୍ ନେତାଗଣ ଥିଲେ। ସମାନଙ୍କେ ପରିବାରର ଇତିହାସ ଜଣାଏ ଯେ, 26,000 ସୈନ୍ଯ ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ହାଇେ ରହିଥିଲେ।

Cross references

ଦିତୀୟ ଶାମୁୟେଲ 24:1

ସଦାପ୍ରଭୁ ପକ୍ସ୍ଟନ୍ନରାଯ ଇଶ୍ରାୟେଲୀୟମାନଙ୍କ ଉପରେ କୋର୍ଧାନ୍ବିତ ହେଲେ। ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ଇଶ୍ରାୟେଲୀୟମାନଙ୍କ ବିରକ୍ସ୍ଟଦ୍ଧ ରେ କାର୍ୟ୍ଯ କରଇେଲେ। ତେଣୁ ଦାଉଦ ଆଦେଶ ଦେଲେ, ୟାଅ, ଇଶ୍ରାୟେଲ ଓ ୟିହକ୍ସ୍ଟଦାକକ୍ସ୍ଟ ଗଣନା କର।

ପ୍ରଥମ ବଂଶାବଳୀ 21:1

ଶଯତାନ ଇଶ୍ରାୟେଲର ବିରୁଦ୍ଧ ରେ ଛିଡ଼ା ହେଲା। ଶଯତାନ ଇଶ୍ରାୟେଲ ଲୋକମାନଙ୍କୁ ଗଣନା କରିବା ନିମନ୍ତେ ସେ ଦାଉଦଙ୍କୁ ପ୍ରବର୍ତ୍ତାଇଲା।

Interlinear

Choose Theme