Home Bibles ☰ Books ପ୍ରଥମ ବଂଶାବଳୀ 8:12 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 8:12 · ଓଡ଼ିଆ ବାଇବେଲ

ଇଲ୍ପାଲଙ୍କ ପୁତ୍ରମାନେ ଥିଲେ ଏବର୍, ମିଶିଯମ୍, ଶମେଦ୍। ଶମଦେ, ଓନୋ ଓ ଲୋଦ୍ ସହିତ ଏହାର ନଗର ନିର୍ମାଣ କଲେ।

Cross references

ଏଜ୍ରା 2:33

ଲୋଦ ଓ ହାଦୀଦ୍ ଓ ଓନୋ ସହରରୁ 725 ଜଣ।

ନିହିମିୟା 6:2

ସେତବେେଳେ ସନ୍ବଲ୍ଲଟ ଓ ଗେଶମ ମାେ ନିକଟକୁ ଲୋକ ପଠାଇ କହିଲେ, ଆସ ଆମ୍ଭମାନେେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମ ରେ ସାକ୍ଷାତ କରିବା। ମାତ୍ର ସମାନେେ ମାରେ ହିଂସା କରିବାକୁ ବିଗ୍ଭର କରିଥିଲେ।

ନିହିମିୟା 7:37

ଲୋଦ୍, ହାଦୀନ୍ ଓ ଓନୋ ସହରରୁ 721 ଜଣ।

ନିହିମିୟା 11:35

ଲୋଦ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକା ରେ ବାସ କଲେ।

Interlinear

Choose Theme