ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗବୋର ସମାନେେ ନିଜ ପରିବାରର ମୁଖ୍ଯ ଥିଲେ। ନିଜର ଗୃହ ତ୍ଯାଗ କରି ମାନହତକୁ ୟିବା ନିମନ୍ତେ ସମାନଙ୍କେୁ ବାଧ୍ଯ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମନା, ଅହିଯ ଓ ଗରୋ।
Cross references
ବିନ୍ଯାମୀନର ପୁତ୍ରମାନେ ଥିଲେ ବଲୋ, ବେଖର, ଅସବଲେ, ଗରୋ, ନାମନ, ଏହି, ରୋଶ, ମୁପ୍ପୀମ, ହୁପ୍ପୀମ ଓ ଅର୍ଦ।
ପକ୍ସ୍ଟଣି ବିଦ୍ଯାମୀନ ବଂଶରକ୍ସ୍ଟ ଗିବିଯୋନ ଓ ତା'ର ତଳଭୂମି, ଗବୋ ଓ ତା'ର ତଳଭୂମି,
ଏହୂଦ୍ ରାଜାଙ୍କ ନିକଟକକ୍ସ୍ଟ ଗଲେ। ସହେି ସମୟରେ, ଇଲ୍ଲୋନ ଉଚ୍ଚ ସିଂହାସନ ମଂଚ ଉପରେ ବସିଥିଲେ, ଏହା କବଳେ ତାଙ୍କର ଥିଲା।
ଏହୂଦଙ୍କ ମୃତକ୍ସ୍ଟ୍ଯପରେ, ଇଶ୍ରାୟେଲର ଲୋକମାନେ ପରମେଶ୍ବରଙ୍କ ଦୃଷ୍ଟି ରେ ମନ୍ଦ କାର୍ୟ୍ଯମାନ ପକ୍ସ୍ଟନର୍ବାର କଲେ।
ୟିରହମଲେ ହିଷ୍ରୋଣଙ୍କର ପ୍ରଥମ ପୁତ୍ର ଥିଲେ। ୟିରହମଲଙ୍କେର ପୁତ୍ରମାନେ ଥିଲେ ରାମ, ବୁନା, ଓରଣ, ଓତସମ ଓ ଅହିଯ। ରାମ ୟିରହମଲଙ୍କେର ପ୍ରଥମ ପୁତ୍ର ଥିଲେ।
ଶାେବଲ କିରିଯତ୍-ୟିଯାରୀମର ପ୍ରତିଷ୍ଠାତା ଥିଲେ। ଏହା ଶାେବଲଙ୍କ ବଂଶଧରମାନଙ୍କର ଏକ ତାଲିକା ଅଟେ। ହରାଯା, ମନୁହୋଥର ଅର୍ଦ୍ଧକେ ଲୋକ ;
ଶଲୂମଙ୍କର ବଂଶଧରମାନେ ଥିଲେ, ବୈଥଲହେମ୍ ନଟୋଫାତୀୟ, ଅଟ୍ରୋତ୍ବେତ୍ ଯୋୟାବ ମନହୋତୀୟର ସରାରୀୟର ଅର୍ଧେକ ଲୋକ,
ବିନ୍ଯାମୀନ ଗୋଷ୍ଠୀଠାରୁ ସମାନେେ ଗିବିଯୋନ, ଗବୋ ଆଲମେତ୍ ଓ ଅନାେଥାତ୍ ଏବଂ ସମାନଙ୍କେର କ୍ଷତେ ସହର ସହିତ ପ୍ରାପ୍ତ ହେଲା। କହାତୀଯମାନଙ୍କୁ ତରଟେି ନଗର ଦିଆଗଲା।
ୟିଦୀଯଲଙ୍କେର ପୁତ୍ର ଥିଲେ ବିଲ୍ହନ୍। ବିଲ୍ହନ୍ଙ୍କର ପୁତ୍ରମାନେ ଥିଲେ : ୟିଯଶ, ବିନ୍ଯାମୀନ, ଏହୂଦ୍, କାନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର।