ଇଶ୍ରାୟେଲର ସମସ୍ତ ଲୋକଙ୍କର ନାମ ସମାନଙ୍କେ ପରିବାରର ଇତିହାସ ରେ ଲିଖିତ ହାଇେଅଛି। ସହେି ପାରିବାରିକ ଇତହାସକୁ ଇଶ୍ରାୟେଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଅନ୍ତଭୁର୍କ୍ତ କରାୟାଇଛି।
Cross references
ଏହି ୟାରବିଯାମଙ୍କର ସମସ୍ତ କାର୍ୟ୍ଯକଳାପ, ତା'ର ରାଜ୍ଯ ଶାସନର ପ୍ରକୃତ କଥା ଓ ସେ କିପରି ୟୁଦ୍ଧ କଲେ, ଏସବୁ ଇଶ୍ରାୟେଲୀୟ ରାଜାମାନଙ୍କ ଇତିହାସ ପୁସ୍ତକରେ ଲଖାେଅଛି।
ଆଉ ସେ ୟିରୁଶାଲମ୍ର ସମସ୍ତ ଲୋକଙ୍କୁ, ସମସ୍ତ ଅଧିପତିଙ୍କୁ ଓ ମହାବିକ୍ରମଶାଳୀ ଲୋକମାନଙ୍କୁ ଏପରି 10,000 ଲୋକଙ୍କୁ ବନ୍ଦୀ କଲେ। ଆଉ ସେ ସମସ୍ତ ଦକ୍ଷ ଶିଳ୍ପୀ ଓ କର୍ମକାରୀମାନଙ୍କୁ ନଇଗେଲେ କବଳେ ଦେଶ ରେ ନିତାନ୍ତ ଦରିଦ୍ର ଲୋକ ଛଡା ଆଉ ଅବଶିଷ୍ଟ କହେି ରହିଲେ ନାହିଁ।
ପୁଣି ନବୂଖଦ୍ନିତ୍ସର ଯିହାୟୋଦାରଖୀନଙ୍କୁ, ତାଙ୍କ ମାତାଙ୍କୁ, ତାଙ୍କ ପତ୍ନୀମାନଙ୍କୁ, ତାଙ୍କର ନଫୁସକମାନଙ୍କୁ ଓ ତାଙ୍କର ପ୍ରଧାନ ଲୋକମାନଙ୍କୁ ବନ୍ଦୀ କର ୟିରୁଶାଲମ୍ରୁ ବାବିଲକୁ ନଇେ ଗଲେ।
ଆଉ ମଧ୍ଯ ସେ 7,000 ବଳବାନ ସୈନିକ ଓ 1,000 ଶିଳ୍ପୀ ଓ କର୍ମଚାରୀମାନଙ୍କୁ ବନ୍ଦୀ କରି ୟିରୁଶାଲମରୁ ନଇଗେଲା। ଏମାନେ ସମସ୍ତେ ତାଲିମ୍ପ୍ରାପ୍ତ ସୈନିକ ଥିଲେ ଓ ୟୁଦ୍ଧ ଯୋଗ୍ଯ ଥିଲେ।
କିନ୍ତୁ ଏହି ନେତାମାନେ ସମାନଙ୍କେର ପୂର୍ବପୁରୁଷମାନଙ୍କର ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲେ। ସମାନେେ ସହେି ଲୋକମାନଙ୍କର ମିଥ୍ଯା ଦବେତାଗଣର ଉପାସନା କରିବାକୁ ଆରମ୍ଭ କଲେ, ଯେଉଁମାନଙ୍କୁ ପରମେଶ୍ବର ସମାନଙ୍କେ ସମ୍ମୁଖ ରେ ନଷ୍ଟ କରିଥିଲେ।
ତେଣୁ ସଦାପ୍ରଭୁ ସୈନ୍ଯବାହିନୀର ସନୋପତିଙ୍କୁ ଆଣିଲେ, ୟିଏକି ଅଶୂରର ରାଜାର ସବୋ କରୁଥିଲେ ଏବଂ ସମାନେେ ଯିହୁଦାକୁ ଆକ୍ରମଣ କଲେ। ସହେି ସନୋପତିମାନେ ମନଃଶିଙ୍କୁ ଧରିଲେ ଓ ତାଙ୍କୁ ବନ୍ଦୀ କରି ନେଲେ। ସମାନେେ ତାଙ୍କ ଶରୀର ରେ ଆଙ୍କୁଡ଼ି ଲଗାଇଲେ ଓ ତାଙ୍କ ହାତ ରେ ପିତ୍ତଳର ଜଞ୍ଜିର ପିନ୍ଧାଇଲେ ଓ ତାଙ୍କୁ ବାବିଲ ଦେଶକୁ ନଇଗେଲେ।
ୟିହୋଯାଖୀନ୍ ଯିହୁଦାର ରାଜା ହବୋ ସମଯେ ରେ ଅଠର ବର୍ଷ ବଯସ ହାଇେଥିଲେ। ସେ ୟିରୁଶାଲମ ରେ ତିନିମାସ ଓ ଦଶ ଦିନ ପର୍ୟ୍ଯନ୍ତ ରାଜା ହାଇେଥିଲେ। ସେ ସଦାପ୍ରଭୁଙ୍କ ଇଚ୍ଛାନୁୟାଯୀ କାର୍ୟ୍ଯ କଲେ ନାହିଁ।
ନବୂଖଦ୍ନିତ୍ସର ପରମେଶ୍ବରଙ୍କ ମନ୍ଦିରରୁ ସବୁ ପଦାର୍ଥ ବାବିଲକୁ ବୋହି ନଇଗେଲେ। ସେ ମନ୍ଦିରରୁ, ରାଜାଙ୍କ ନିକଟରୁ ଓ ରାଜାଙ୍କ ପଦାଧିକାରୀମାନଙ୍କଠାରୁ ବହୁମୂଲ୍ଯ ବସ୍ତୁ ସବୁ ନଇଗେଲେ।
ପ୍ରଦେଶର ଏହି ଲୋକମାନେ ୟୁଦ୍ଧ ବନ୍ଦୀରୁ ମୁକ୍ତିପାଇ ଫରେି ଆସିଲେ। ଅତୀତ ରେ ବାବିଲର ରାଜା ନବୂଖଦ୍ନିତ୍ସର ବନ୍ଦୀ ଭାବରେ ବାବିଲୋନକୁ ନଇୟୋଇଥିଲେ। ସହେି ଲୋକମାନେ ୟିରୁଶାଲମ ଓ ଯିହୁଦାକୁ ଫରେି ଆସିଲେ। ପ୍ରେତ୍ୟକକ ଲୋକେ ସମାନଙ୍କେର ନିଜ ନିଜ ସହରକୁ ଫରେି ଆସିଲେ।
ନିମ୍ନ ଲିଖିତ ଲୋକମାନେ ସହରରୁ ଆସିଲେ, ତଲମେଲହେ, ତଲହେର୍ଶା, କରେୁବ, ଅଦ୍ଦନ୍ ଓ ଇମ୍ମରେ, ମାତ୍ର ସମାନେେ ଇଶ୍ରାୟେଲୀୟ ଲୋକ ବୋଲି ନିଜନିଜ ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ। ସହେି ଲୋକମାନେ ହେଲେ:
ଏହି ଲୋକମାନେ ସମାନଙ୍କେର ବଂଶାବଳୀର ନଥିପତ୍ର ଖାଜେିଲେ, କିନ୍ତୁ ସଗେୁଡିକ ପାଇବାକୁ ଅକ୍ଷମ ହେଲେ, ତେଣୁ ସମାନଙ୍କେୁ ଯାଜକତ୍ବରୁ ବାହାର କରି ଦିଆଗଲା।
ଏହାପରେ ବଂଶାବଳି କ୍ରମେ ଗଣିତ ହବୋପାଇଁ କୁଳନୀମାନଙ୍କୁ ଓ ଅଧ୍ଯକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମାରେପରମେଶ୍ବର ମାେ ମନ ରେ ପ୍ରବୃତ୍ତି ୟାତ କଲେ। ଆଉ ଯେଉଁମାନେ ପ୍ରଥମେ ଆସିଲେ, ମୁଁ ସମାନଙ୍କେର ବଂଶାବଳି ପୁସ୍ତକ ପାଇଲି। ତହିଁରେ ଏହା ଲଖାେ ୟାଇଥିବାର ଦେଖିଲି।
ସମାନେେ ସମାନଙ୍କେର ପରିବାରର ଇତିହାସ ଖାଜେିଲେ, ସମାନଙ୍କେର ମଧିଅରେ ଯେଉଁମାନଙ୍କର ପୂର୍ବପୁରୁଷ ପଞ୍ଜିକୃତ ହାଇେଥିଲେ, ମାତ୍ର ସମାନେେ ପାଇଲେ ନାହିଁ। ତେଣୁ ସମାନେେ ଯାଜକତ୍ବରୁ ଅ ଯୋଗ୍ଯ ଘୋଷିତ ହେଲେ।
ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।
ଆଉମଧ୍ଯ ପରମେଶ୍ବର ସମସ୍ତ ଯୋଦ୍ଧା ଓ ବୀର, ବିଚାରକର୍ତ୍ତା ଓ ଭବିଷ୍ଯଦ୍ ବକ୍ତା, ମନ୍ତ୍ରଦ୍ରଷ୍ଟା ଓ ପ୍ରାଚୀନବର୍ଗଙ୍କୁ ଦୂ ରଇେ ନବେେ।
ଦକ୍ଷିଣ ପ୍ରଦେଶୀଯ ନଗରସବୁ ରୁଦ୍ଧ ହାଇେଅଛି ଓ ତାହାକୁ ଫିଟାଇବାକୁ କହେି ନାହିଁ। ସମଗ୍ର ଯିହୁଦା ନିର୍ବାସିତ ହାଇେଛନ୍ତି। ସମାନେେ ସମସ୍ତେ ବନ୍ଦୀରୂପେ ଉପନୀତ ହାଇେଛନ୍ତି।
ବାବିଲ ରାଜାର ନବୂଷରଦନ ନାମକ ଜଣେ ପ୍ରହରୀବର୍ଗର ସନୋପତି ୟିରୁଶାଲମ ନଗରର ଅବଶିଷ୍ଟ ପଳାତକମାନଙ୍କୁ ଓ ତାଙ୍କ ପକ୍ଷ ହାଇେଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନଇଗେଲା।
ଆଉ ପ୍ରହରୀବର୍ଗର ସନୋପତିଙ୍କ ସଙ୍ଗେ ଥିବା ସମସ୍ତ କଲଦୀଯ ସୈନ୍ଯ ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
ବର୍ତ୍ତମାନ ସଦାପ୍ରଭୁ ଯିହାୟୋକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ବରଙ୍କ ମନ୍ଦିରରୁ ନଇଗେଲେ। ସେ ସିନଯର ଭୂମିକୁ ସବୁଗୁଡିକୁ ବହନ କରି ନେଲେ ଏବଂ ଆରଣା ଦବେତାମାନଙ୍କ ମନ୍ଦିର ଭଣ୍ତାରଗୃହ ରେ ସେସବୁ ରଖି ଦେଲେ।
ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ ଏହିପରି। ସେ ଦାଉଦଙ୍କ ପୁତ୍ର। ଦାଉଦ ଅବ୍ରହାମଙ୍କ ବଂଶଧର।
ନରେୀ ମଲ୍ଖୀଙ୍କ ପୁତ୍ର।