ଶଲ୍ଲୁମ୍ କୋରହଙ୍କ ପୁତ୍ର ଥିଲେ। କୋରହ୍ ଅବୀଯାସଫ୍ଙ୍କ ପୁତ୍ର ଥିଲେ। ଅବୀଯାସଫ୍ କୋରିଙ୍କ ପୁତ୍ର ଥିଲେ। ଶଲ୍ଲୁମ୍ ଓ ତାଙ୍କର ଭ୍ରାତାମାନେ ଦ୍ବାରପାଳ ଥିଲେ। ସମାନେେ କୋରହ ପରିବାରବର୍ଗର ଥିଲେ। ସମାନେେ ମନ୍ଦିରର ସବୋ କାର୍ୟ୍ଯ ଦାଯିତ୍ବ ରେ ଥିଲେ। ସମାନେେ ପବିତ୍ର ତମ୍ବୁର ଦ୍ବାର ପ୍ରବେଶ ଦ୍ବାର ଜଗିବା କାର୍ୟ୍ଯ କରୁଥିଲେ। ସମାନେେ ଠିକ୍ ସହେିପରି କଲେ, ଯେପରି ସମାନଙ୍କେର ପୂର୍ବପୁରୁଷମାନେ ପବିତ୍ର ତମ୍ବୁର ପ୍ରବେଶ ଦ୍ବାର ଜଗିବା କାର୍ୟ୍ଯ କରୁଥିଲେ।
Cross references
ଆଉ ଇଲୀଯାବର ତିନିପୁତ୍ର ଯଥା: ନମୂଯଲେ, ଦାଥନ୍ ଓ ଅବୀରାମ। କୋରହର ଦଳୀଯ ଲୋକମାନେ ଯେତବେେଳେ ସଦାପ୍ରଭୁଙ୍କ ପ୍ରତିକୂଳ ରେ ବିବାଦ କଲେ, ସେତବେେଳେ ଦାଥନ୍ ଓ ଅବୀରାମ ଦୁଇ ଅଧିପତି ମାଶାେ ଓ ହାରୋଣଙ୍କ ବିରୁଦ୍ଧ ରେ ୟାଇଥିଲେ।
କିନ୍ତୁ କୋରହର ଅନ୍ୟ ପରିବାର ଅନ୍ୟ ଲୋକମାନେ ହତ ହେଲେ ନାହିଁ।
ୟିହୋଯାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ଯକ୍ଷମାନେ ତଦନୁସା ରେ ପାଳନ କଲେ। ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନ ରେ କାର୍ୟ୍ଯକୁ ଯାଉଥିଲେ ଓ ଯେଉଁମାନେ କାର୍ୟ୍ଯକୁ ନଯାଉଥିଲେ, ଏହି ଲୋକମାନେ ୟିହୋଯାଦା ଯାଜକ ନିକଟକୁ ଗଲେ।
ଏଥି ରେ ଯାଜକ ଯିହାୟୋଦାରଦା ସୈନ୍ଯମାନଙ୍କର ଅଧ୍ଯକ୍ଷମାନଙ୍କୁ ଆଦେଶ ଦେଲେ, ଅଥଲିଯାକୁ ମନ୍ଦିର ବାହାରକୁ ନଇୟୋଅ। ୟିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚଯ ହତ୍ଯା କରାୟିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତ ରେ ହତ୍ଯା କର ନାହିଁ।
ତା'ପରେ ଲୋକମାନେ ସହେି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପକାଇଲେ। ଯେତବେେଳେ ରାଜାଙ୍କ ସଚୀବ ଓ ମହାୟାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହାଇଗେଲା, ସମାନେେ ଆସି ତାକୁ ନଇଗେଲେ ଓ ଥଳି ରେ ରଖି ଗଣିଲେ।
ଏହିମାନେ କହାତଙ୍କ ବଂଶଧର ଥିଲେ। ଅମ୍ମୀନାଦବ୍ କହାତ୍ଙ୍କ ପୁତ୍ର ଥିଲେ। କୋରହ ଅମ୍ମୀନାଦବଙ୍କ ପୁତ୍ର ଥିଲେ। ଅସୀର କୋରହଙ୍କ ପୁତ୍ର ଥିଲେ।
ଶମଯିଯଙ୍କର ପୁତ୍ରମାନେ ଥିଲେ ଅତନି, ରଫାଯଲେ, ଓବେଦ୍, ଇଲୀଶାବଦ୍, ଇଲୀହୂ ଓ ସମଖିଯ। ଇଲୀଶାବଦ୍ଙ୍କର ଆତ୍ମୀଯମାନେ ଦକ୍ଷ କାରିଗର ଥିଲେ।
ପ୍ରେତ୍ୟକକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ବାର ଦିଆୟାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ବାର ନିରୂପଣ କରିବା ନିମନ୍ତେ ଗୁଳାବାଣ୍ଟ କରାଯାଉଥିଲା। ୟୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ଯବହାର କରାଯାଉଥିଲା।
ବର୍ତ୍ତମାନ ତୁମ୍ଭମାନଙ୍କୁ ଏହା କରିବାକୁ ପଡ଼ିବ : ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ଯାଜକ ଓ ଲବେୀୟ, ଯେଉଁମାନେ ପବିତ୍ର ବିଶ୍ରାମ ଦିନ ରେ କାର୍ୟ୍ଯ କରିବାକୁ ଯିବେ, ସମାନେେ ଦ୍ବାର ନିକଟରେ ଜଗି ରହିବେ।
ହେ ପରମେଶ୍ବର, ହରିଣଟି ୟପରେି ପାଣି ପାଇଁ ସୋର୍ତ ଆଡ଼କୁ ଧାଏଁ ସପରେି ମାରେ ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।
ହେ ପରମେଶ୍ବର, ଆମ୍ଭେ ତୁମ୍ଭ ବିଷଯରେ ଶୁଣିଅଛୁ। ଆମ୍ଭର ପିତୃପୁରୁଷଙ୍କୁ ଜୀବନ କାଳରେ ଓ ପୁର୍ବରେ ତୁମ୍ଭେ ୟାହାସବୁ କରିଥିଲ ତାହା ଆମ୍ଭମାନେେ ଶୁଣିଅଛୁ। ସମାନେେ ତାହା ଆମ୍ଭମାନଙ୍କୁ ଜଣାଇଅଛନ୍ତି।
ହେ ଜାତିଗଣ ସମୂହ ଶୁଣ, ହେ ପୃଥିବୀବାସୀ ଲୋକମାନେ ଶୁଣ,
ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ବରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହବୋ ଭଲ।
ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।