Home Bibles ☰ Books ପ୍ରଥମ ବଂଶାବଳୀ 9:20 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 9:20 · ଓଡ଼ିଆ ବାଇବେଲ

ଅତୀତ ରେ, ଇଲିଯାସରଙ୍କ ପୁତ୍ର ପୀନ୍ହସ ସମାନଙ୍କେର ଶାସକ ଥିଲେ ଏବଂ ସଦାପ୍ରଭୁ ତାଙ୍କ ସହିତ ଥିଲେ।

Cross references

ଆଦି ପୁସ୍ତକ 39:2

କିନ୍ତୁ ସଦାପ୍ରଭୁ ଯୋଷଫେକୁ ସହାୟ ହେଲେଓ ଯୋଷଫେ ଜଣେ ଭାଗ୍ଯବାନ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀଯ କର୍ତ୍ତାର ଗୃହ ରେ ବାସ କଲେ।

ଆଦି ପୁସ୍ତକ 39:3

ପୋଟୀଫର ଦେଖିଲା ଯେ ସଦାପ୍ରଭୁ ଯୋଷଫେକୁ ସହାୟ ଅଟନ୍ତି। ପୋଟୀଫର ଦେଖିଲା ସଦାପ୍ରଭୁ ସହାୟ ଯୋଗୁଁ ସେ ଯେଉଁ କାର୍ୟ୍ଯ କରୁଛି ତାହା ସୁଚାରୁ ରୂପେ କରି ପାରୁଛି।

ଯାତ୍ରା ପୁସ୍ତକ 3:12

ତା'ପରେ ପରମେଶ୍ବର କହିଲେ, ତୁମ୍ଭେ ଏହା କରିବାକୁ ସମର୍ଥ କାରଣ ଆମ୍ଭେ ତୁମ୍ଭ ସହିତ ଥିବୁ! ଆମ୍ଭେ ଯେ ତୁମ୍ଭକୁ ପ୍ ରରଣେ କରୁଛୁ, ଏହା ତା'ର ପ୍ରମାଣ ମିଶରରୁ ଲୋକମାନଙ୍କୁ ବାହାର କରି ଆଣିବା ପରେ ତୁମ୍ଭମାନେେ ଏହି ପର୍ବତ ରେ ପରମେଶ୍ବରଙ୍କର ଉପାସନା କରିବ।

ଗଣନା ପୁସ୍ତକ 3:32

ଯାଜକ ହାରୋଣର ପୁତ୍ର ଇଲିଯାସର ସମସ୍ତଙ୍କ ମଧିଅରେ ପ୍ରଧାନ ଲବେୀୟମାନଙ୍କର ଅଧିପତି। ସେ ଯେଉଁମାନେ ପବିତ୍ର ବିଷଯର କାର୍ୟ୍ଯ କରନ୍ତି ସମାନଙ୍କେର ତତ୍ତ୍ବାବଧାନ କରିବ।

ଗଣନା ପୁସ୍ତକ 4:16

ଆଉ ସମସ୍ତ ଆବାସର, ତତ୍ତ୍ବାବଧାନ ସହେି ପବିତ୍ର ତମ୍ବୁ ଏବଂ ତନ୍ମଧ୍ଯସ୍ଥିତ ସମସ୍ତ ପବିତ୍ରସ୍ଥାନ ଏବଂ ସମସ୍ତ ଦ୍ରବ୍ଯ ଅର୍ଥାତ୍ ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ଯ, ନିତ୍ଯଭକ୍ଷ୍ଯ ନବୈେଦ୍ଯ ଓ ଅଭିଷକୋର୍ଥକ ତୈଳ, ଏହି ସବୁର ତତ୍ତ୍ବାବଧାନ କାର୍ୟ୍ଯ ହାରୋଣର ପୁତ୍ର ଇଲିଯାସର ଯାଜକର ହବେ।

ଗଣନା ପୁସ୍ତକ 4:28

ସମାଗମ ତମ୍ବୁ ରେ ଗେର୍ଶୋନୀଯ ପରିବାରବର୍ଗ ଏହି ସବୋ ଦାଆୟାଏ। ଇଥାମର ଯାଜକ ହାରୋଣଙ୍କ ପୁତ୍ର ସମାନଙ୍କେ ଉପରେ ପର୍ୟ୍ଯବେକ୍ଷଣ କରିବେ।

ଗଣନା ପୁସ୍ତକ 4:33

ସମାଗମ ତମ୍ବୁ ରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସବୋ ସମ୍ବନ୍ଧୀଯ ଏହି କାର୍ୟ୍ଯ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦଖାେ ରଖାେ କରିବାର ଦାଯିତ୍ବ ହବେ।

ଗଣନା ପୁସ୍ତକ 25:7

ତେଣୁ ହାରୋଣ ଯାଜକର ପୌତ୍ର, ଇଲିଯାସରର ପୁତ୍ର ପୀନହସ ତାହା ଦେଖି ମଣ୍ତଳୀ ମଧ୍ଯରୁ ଉଠି ହାତ ରେ ଏକ ବର୍ଚ୍ଛା ନଲୋ।

ଗଣନା ପୁସ୍ତକ 31:6

ମାଶାେ ସହେି 12,000 ଲୋକଙ୍କୁ, ୟୁଦ୍ଧ ଭୂମିକୁ ପଠାଇଲେ। ପୁଣି ଯାଜକ ଇଲିଯାସରର ପୁତ୍ର ପୀନ୍ହସର ହସ୍ତ ରେ ପବିତ୍ର ପାତ୍ର ଓ ରଣତୂରୀ ଦଇେ ତାହାକୁ ସମାନଙ୍କେ ସଙ୍ଗେ ୟୁଦ୍ଧ କ୍ଷେତ୍ରକୁ ପଠାଇଲେ।

ଯିହୋଶୂୟ 22:13

ଏଣୁ ଇଶ୍ରାୟେଲର ଲୋକମାନେ କିଛି ଲୋକଙ୍କକ୍ସ୍ଟ ରକ୍ସ୍ଟବନ୍େ, ଗାଦ୍ ଏବଂ ମନଃଶି ବଂଶର ଲୋକମାନଙ୍କ ସହିତ କଥାବାର୍ତ୍ତା କରିବାକୁ ପଠାଇଲେ। ସମାନଙ୍କେର ନତେୃତ୍ବ ପୀନହାସ ନଇଗେଲେ, ଯେ କି ଥିଲେ ଇଲିଯାସ ଯାଜକର ପକ୍ସ୍ଟତ୍ର।

ପ୍ରଥମ ଶାମୁୟେଲ 16:18

ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତର ଦଇେ କହିଲା, ଦେଖନ୍ତକ୍ସ୍ଟ ମୁ ବୈଥ୍ଲହମେୀଯ ୟିଶୀର ଏକ ପକ୍ସ୍ଟତ୍ରଙ୍କକ୍ସ୍ଟ ଦେଖିଅଛି। ସେ ବୀଣା ବଜାଇବା ରେ ନିପୂଣ ଓ ମହାବିକ୍ରମଶାଳୀ ୟୋଦ୍ଧା ଓ କଥା ରେ ବିଜ୍ଞ, ଆଉ ରୂପବାନ ପକ୍ସ୍ଟଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:9

ସହେି ପୂର୍ବପୁରୁଷମାନେ ଯୋଷଫଙ୍କେର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବୁକ୍ରୀ କରି ଦେଲେ। କିନ୍ତୁ ପରମେଶ୍ବର ଯୋଷଫଙ୍କେ ସହିତ ଥିଲେ।

Interlinear

Choose Theme