Home Bibles ପ୍ରଥମ ବଂଶାବଳୀ 9:23 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 9:23 · ଓଡ଼ିଆ ବାଇବେଲ

ଦ୍ବାରପାଳମାନେ ଓ ସମାନଙ୍କେର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାଯିତ୍ବ ରେ ଥିଲେ।

Cross references

ପ୍ରଥମ ବଂଶାବଳୀ 23:32

ତେଣୁ ଲବେୀୟମାନେ ଯେଉଁ କାର୍ୟ୍ଯ କରିବା ଉଚିତ୍, ସମାନେେ ସହେିସବୁ କାର୍ୟ୍ଯ କରୁଥିଲେ। ସମାନେେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସମାନେେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସମାନେେ ସମାନଙ୍କେର ଆତ୍ମୀଯ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ କରିବା ସହିତ ଲବେୀୟମାନେ ଯାଜକମାନଙ୍କୁ ସାହାୟ୍ଯ କରୁଥିଲେ।

ପ୍ରଥମ ବଂଶାବଳୀ 26:12

ଏହିମାନେ ଦ୍ବାରପାଳମାନଙ୍କ ଦଳର ନେତା ଥିଲେ। ଦ୍ବାରପାଳମାନେ ଏକ ବିଶଷେ ପ୍ରକା ରେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ, ଠିକ୍ ଯେପରି ସମାନଙ୍କେର ଆତ୍ମୀଯମାନେ କରୁଥିଲେ।

ଦିତୀୟ ବଂଶାବଳୀ 23:19

ଯିହାୟୋଦାରଦା ସଦାପ୍ରଭୁଙ୍କ ମନ୍ଦିରର ଫାଟକ ନିକଟରେ ରକ୍ଷୀଗଣଙ୍କୁ ନିୟୁକ୍ତ କଲେ, ଯେପରି କୌଣସି ଅପରିଷ୍କୃତ ବ୍ଯକ୍ତି ମନ୍ଦିର ମଧିଅରେ ପ୍ରବେଶ କରିପାରିବ ନାହିଁ।

ନିହିମିୟା 12:45

ପୁଣି ସମାନେେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞା ଅନୁସାରେ ଆପଣାମାନଙ୍କ ପରମେଶ୍ବରଙ୍କ ରକ୍ଷଣୀଯ ଓ ଶୌଚର ରକ୍ଷଣୀଯ ରକ୍ଷା କଲେ, ଆଉ ଗାଯକମାନେ ଓ ଦ୍ବାରପାଳମାନେ ସହେିପରି କଲେ।

ଯିହିଜିକଲ 44:10

ଯେତବେେଳେ ଇଶ୍ରାୟେଲ ମାଠାରୁେ ବିପଥଗାମୀ ହେଲେ, ଲବେୀୟମାନେ ମାଠାରୁେ ଦୂ ରଇେ ଗଲେ ଏବଂ ୟିଏ ମୂର୍ତ୍ତି ପୂଜାର ପ୍ରଥା ଅନୁସରଣ କଲେ, ସମାନେେ ସମାନଙ୍କେର ପାପ ପାଇଁ ଦଣ୍ଡ ବହନ କରିବେ।

ଯିହିଜିକଲ 44:14

ତଥାପି ମନ୍ଦିରର ସବୋକାର୍ୟ୍ଯ ପାଇଁ ଓ ତାହା ମଧିଅରେ ସମସ୍ତ କାର୍ୟ୍ଯ କରିବା ପାଇଁ ମନ୍ଦିରର ଯତ୍ନ ନବୋକୁ ମୁଁ ସମାନଙ୍କେୁ ନିୟୁକ୍ତ କରିବି।

Interlinear

Choose Theme