Home Bibles ପ୍ରଥମ ବଂଶାବଳୀ 9:26 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 9:26 · ଓଡ଼ିଆ ବାଇବେଲ

ସମସ୍ତ ଦ୍ବାରପାଳମାନଙ୍କର ମୁଖ୍ଯ ଚାରି ଦ୍ବାରପାଳ ଥିଲେ। ସମାନେେ ଲବେୀୟ ଲୋକ ଥିଲେ। ସମାନଙ୍କେର କାର୍ୟ୍ଯ ଥିଲା, ପରମେଶ୍ବରଙ୍କ ମନ୍ଦିର ରେ ଥିବା ସକଳ କଠାେରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।

Cross references

ପ୍ରଥମ ବଂଶାବଳୀ 26:20

ଅହିଯ ଲବେୀୟ ଗୋଷ୍ଠୀରୁ ଆସିଥିଲେ। ଅହିଯ ପରମେଶ୍ବରଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଯେଉଁ ସ୍ଥାନମାନଙ୍କ ରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାୟାଇଥିଲା। ଅହିଯ ତାହାର ଦାଯିତ୍ବ ରେ ମଧ୍ଯ ଥିଲେ।

ଦିତୀୟ ବଂଶାବଳୀ 31:5

ଦେଶର ଚତୁର୍ଦ୍ଦିଗର ଲୋକମାନେ ଏହି ଆଦେଶ ଶୁଣିଲେ। ଅତଏବ ଇଶ୍ରାୟେଲର ଲୋକମାନେ ସମାନଙ୍କେର ଅମଳ ହାଇେଥିବା ଖାଦ୍ୟଶସ୍ଯ, ଅଙ୍ଗୁର ରସ, ତୈଳ, ମହୁ, ଓ ସମାନଙ୍କେ କ୍ଷେତ୍ର ରେ ହେଉଥିବା ସମସ୍ତ ଫସଲର ପ୍ରଥମ ଅଂଶ ଦେଲେ। ସମାନେେ ସହେି ସମସ୍ତ ସାମଗ୍ରୀଗୁଡ଼ିକର ଦଶମାଂଶ ଆଣିଲେ, ଯେଉଁଗୁଡ଼ିକ ୟଥେଷ୍ଟ ଭାବରେ ଯୋଗାଇଲେ।

ନିହିମିୟା 10:38

ମାତ୍ର ଲବେୀୟମାନେ ଦଶମାଂଶ ଆଦାଯ କରିବା ସମୟରେ ହାରୋଣଙ୍କ ସନ୍ତାନ ଯାଜକ ଲବେୀୟମାନଙ୍କ ସଙ୍ଗେ ରହିବ। ଆଉ ଲବେୀୟମାନେ ପରମେଶ୍ବରଙ୍କ ମନ୍ଦିରସ୍ଥିତ ଭଣ୍ତାର ଗୃହକୁ ଦଶମାଂଶର ଦଶମାଂଶ ଆଣିବେ।

ନିହିମିୟା 13:5

ତେଣୁ ସେ ତାକୁ ଏକ ବଡ କଠାେରୀ ଦଲୋ। ସହେି କଠାେରୀକୁ ପୂର୍ବେ ଲୋକମାନେ ସହେି ସ୍ଥାନ ରେ ଶସ୍ଯ ନବୈେଦ୍ଯ, ସୁଗନ୍ଧ ଏବଂ ଅନ୍ଯାନ୍ଯ ସାମଗ୍ରୀ, ଲବେୀୟ ଓ ଗାଯକ ଓ ଦ୍ବାରପାଳମାନଙ୍କ ନିମନ୍ତେ ଶସ୍ଯ, ଦ୍ରାକ୍ଷାରସ ଓ ତୈଲର ଦଶମାଂଶ, ଆଉ ଯାଜକମାନଙ୍କ ନିମନ୍ତେ ଉପହାର ରଖିବା ରେ ବ୍ଯବହୃତ ହେଉଥିଲା।

Interlinear

Choose Theme