ସମାନେେ ସାରା ରାତ୍ରି ପରମେଶ୍ବରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତ ରେ ପରମେଶ୍ବରଙ୍କ ମନ୍ଦିରର ଦ୍ବାର ଖାଲିବୋ ସମାନଙ୍କେର କାର୍ୟ୍ଯ ଥିଲା।
Cross references
ତହକ୍ସ୍ଟଁ ଶାମକ୍ସ୍ଟଯଲେ ଶାଇେବାକକ୍ସ୍ଟ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ବାର ଫିଟାଇବାକକ୍ସ୍ଟ ଶିଘ୍ର ଉଠିଲେ। ଏଲିଙ୍କକ୍ସ୍ଟ ସହେି ଦର୍ଶନ ବିଷଯ ଜଣାଇବାକକ୍ସ୍ଟ ଶାମକ୍ସ୍ଟଯଲେ ଭୟକଲା।
ଲବେୀୟମାନେ ପ୍ରତି ପ୍ରଭାତ ରେ ଛିଡ଼ା ହେଉଥିଲେ ଓ ସଦାପ୍ରଭୁଙ୍କର ପ୍ରଶଂସାଗାନ କରୁଥିଲେ। ସମାନେେ ପ୍ରତିଦିନ ସନ୍ଧ୍ଯା ରେ ମଧ୍ଯ ଏହିପରି କରୁଥିଲେ।
ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
ସମାନଙ୍କେୁ ସଦାପ୍ରଭୁଙ୍କ ଗୃହକୁ ନଇଗେଲି। ମୁଁ ପରମେଶ୍ବରଙ୍କ ଲୋକ ୟିଗଦଲିଯର ପୁତ୍ର ହାନନର ପୁତ୍ରମାନଙ୍କର କୋଠରୀକୁ ଗଲି। ସହେି କଠାେରୀ ଉଲ୍ଲମର ପୁତ୍ର ମା ସଯେ ନାମକ ଦ୍ବାରପାଳର କଠାେରୀ ଉପ ରେ, ଅଧିପତିଗଣର କୋଠରୀ ନିକଟରେ ଥିଲା।
ଆମ୍ଭେ ଇଛାକରୁ, ତୁମ୍ଭର କହେି ଯାଜକ ଦ୍ବାରା ବନ୍ଦ କରିଦିଅନ୍ତୁ। ତା' ହେଲେ ତୁମ୍ଭେ ମାରେ ବଦେୀ ରେ ଅନୁପୟୋଗୀ ଅଗ୍ନି ଜଳାଇ ପିରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠା ରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନବୈେଦ୍ଯ ଗ୍ରହଣ କରିବୁ ନାହିଁ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।
ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।