ମନ୍ଦିରର ସବୋକାର୍ୟ୍ଯ ରେ ବ୍ଯବହୃତ ହେଉଥିବା ପାତ୍ରମାନଙ୍କର ଯତ୍ନ ନବୋ କେତକେ ଦ୍ବାରପାଳଙ୍କର କାର୍ୟ୍ଯ ଥିଲା। ସମାନେେ ସହେି ପାତ୍ରଗୁଡ଼ିକୁ ନଇୟିବୋ ସମୟରେ ଗଣି ରଖୁଥିଲେ। ତାହା ପୁଣି, ସହେି ପାତ୍ର ଗୁଡିକୁ ନଇୟିବୋ ସମୟରେ ମଧ୍ଯ ଗଣି ରଖୁଥିଲେ।
Cross references
ତା'ପରେ ସମାନେେ ସବୋର୍ଥକ ସମସ୍ତ ପବିତ୍ର ପାତ୍ର ନଇେ ନୀଳବର୍ଣ୍ଣ ବସ୍ତ୍ର ମଧିଅରେ ଗୁଡାଇ ରଖିବେ। ସମାନେେ ତାହାକୁ ଶିଶୁକଚର୍ମର ଆଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।
ଅନନ୍ତର ବାଲାକ୍ ବିଲିଯମୁ କହିଲେ, ତୁମ୍ଭେ ସମାନଙ୍କେୁ କିଛି ଶାପ ଦିଅ ନାହିଁ କିମ୍ବା ଆଶୀର୍ବାଦ କର ନାହିଁ।
ଅହିଯ ଲବେୀୟ ଗୋଷ୍ଠୀରୁ ଆସିଥିଲେ। ଅହିଯ ପରମେଶ୍ବରଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାଯିତ୍ବ ରେ ଥିଲେ। ଯେଉଁ ସ୍ଥାନମାନଙ୍କ ରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାୟାଇଥିଲା। ଅହିଯ ତାହାର ଦାଯିତ୍ବ ରେ ମଧ୍ଯ ଥିଲେ।
ୟିହୀଯଲେିଙ୍କ ପୁତ୍ରମାନେ ଥିଲେ ସେଥମ୍ ଓ ସେଥମ୍ଙ୍କ ଭ୍ରାତା ଯାୟେଲ। ସଦାପ୍ରଭୁଙ୍କ ମନ୍ଦିର ରେ ଥିବା ବହୁମୂଲ୍ଯ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସମାନଙ୍କେର ଦାଯିତ୍ବ ଥିଲା।
ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇଶ୍ରାୟେଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ବରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସମାନଙ୍କେୁ ତୌଲି ଦଲେି।
ସହେି ଦିନ ରେ ନଗରର ଲୋକମାନେ ଧନ, ଉପହାର, ପ୍ରଥମଜାତ ଫଳ ଓ ଏକ ଦଶମାଂଶ ସାମଗ୍ରୀ, ନିଯମ ଅନୁୟାଯୀ ଆଣିଲେ। ଲୋକମାନଙ୍କୁ କଠାେରୀ ରେ ନିରୀକ୍ଷଣ କରିବା ପାଇଁ ନିୟୁକ୍ତି କରାଗଲା। ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କଠାେରୀ ସବୁ ରେ ଲୋକମାନେ ନିୟୁକ୍ତି ହେଲେ। କାରଣ ପରିଚର୍ୟ୍ଯାକାରୀ ଯାଜକ ଓ ଲବେୀୟମାନଙ୍କ ସକାଶୁ ୟିହୁଦୀଯମାନେ ବହୁତ ଆନନ୍ଦିତ ହାଇେଥିଲା।
ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରସ୍ଥିତ କଠାେରୀ ସବୁର ଦାଯିତ୍ବ, ଇଲିଯାଶୀବ୍କୁ ଦିଆଗଲା। ଇଲିଯାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।