Home Bibles ପ୍ରଥମ ବଂଶାବଳୀ 9:33 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 9:33 · ଓଡ଼ିଆ ବାଇବେଲ

ସହେି ଲବେୀୟ ଗାଯକଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ ଏବଂ ସମାନେେ ମନ୍ଦିର ମଧିଅରେ ଥିବା କଠାେରୀଗୁଡ଼ିକରେ ରହୁଥିଲେ। ସମାନେେ ଅନ୍ୟ କାର୍ୟ୍ଯରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ୟ୍ଯ କରିବା ଦାଯିତ୍ବ ସମାନଙ୍କେ ଉପରେ ଥିଲା।

Cross references

ପ୍ରଥମ ବଂଶାବଳୀ 6:31

ନିଯମ ସିନ୍ଦୁକ ସଦାପ୍ରଭୁଙ୍କ ଗୃହର ତମ୍ବୁ ମଧିଅରେ ରଖାୟିବା ପରେ ଦାଉଦ ଏହି ବ୍ଯକ୍ତିମାନଙ୍କୁ ବାଦ୍ଯକାରୀ ରୂପେ ମନୋନୀତ କଲେ।

ପ୍ରଥମ ବଂଶାବଳୀ 15:16

ଦାଉଦ, ଲବେୀୟ ନେତାମାନଙ୍କୁ ସମାନଙ୍କେ ଭ୍ରାତାଗଣ ଗାଯକମାନଙ୍କୁ ଆଣିବା ନିମନ୍ତେ କହିଲେ। ଗାଯକମାନେ ସମାନଙ୍କେର ବୀଣା, ସାରଙ୍ଗ ଓ ଗିନି ଆଣିବେ ଓ ଆନନ୍ଦ ରେ ଗୀତଗାନ କରିବେ।

ପ୍ରଥମ ବଂଶାବଳୀ 16:4

ଏହାପରେ ନିଯମସିନ୍ଦୁକ ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଦାଉଦ କେତଜେଣ ଲବେୀୟଙ୍କୁ ମନୋନୀତ କଲେ। ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସହେି ଲବେୀୟମାନଙ୍କ କାର୍ୟ୍ଯ ଥିଲା।

ପ୍ରଥମ ବଂଶାବଳୀ 25:1

ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି :

ଏଜ୍ରା 7:24

ଆହୁରି ଯାଜକମାନଙ୍କର, ଲବେୀୟମାନଙ୍କର, ଗାଯକମାଙ୍କର, ଦ୍ବାରପାଳମାନଙ୍କର ନାଥୀନୀଯମାନଙ୍କର ଓ ପରମେଶ୍ବରଙ୍କ ଏହି ମନ୍ଦିରର ସବେକମାନଙ୍କର କାହାରି ଉପରେ କର, ରାଜସ୍ବ ବା ମାସୁଲ ବସାଇବା ବ୍ଯବସ୍ଥା ବିରୁଦ୍ଧ ହବେ ବୋଲି ଆମ୍ଭମାନେେ ତୁମ୍ଭକୁ ଜଣାଉ ଅଛୁ।

ନିହିମିୟା 11:17

ମୀକାର ପୁତ୍ର ମତ୍ତନିଯ ୟିଏକି ସବ୍ଦିର ଆସଫର ପୁତ୍ର ଥିଲା, ୟିଏକି ଶମ୍ମୁଯର ପୁତ୍ର ବକ୍ବୁକିଯ ଓ ଅବଦା ସହିତ ଧନ୍ଯବାଦ ଅର୍ପଣର ପ୍ରାର୍ଥନା କରୁଥିଲେ। ୟିଏକି ଗାଲଲର ପୁତ୍ର, ଗାଲଲ ୟିଏକି ୟିଦୂଥୂନର ପୁତ୍ର ଥିଲା।

ନିହିମିୟା 11:22

ଉଷି ୟିରୁଶାଲମ ରେ ଲବେୀୟମାନଙ୍କର ନିରୀକ୍ଷକ ଥିଲେ। ଉଷି ବାନିର ପୁତ୍ର, ବାନି ହଶବିଯର ପୁତ୍ର, ହଶବିଯ ୟିଏକି ମତ୍ତନିଯର ପୁତ୍ର, ମତ୍ତନିଯ ୟିଏକି ମୀକାର ପୁତ୍ର ଥିଲେ। ଉଷି ପରମେଶ୍ବରଙ୍କ ମନ୍ଦିର ରେ ସବୋ କରୁଥିବା ଗାଯକର ଓ ଆସଫର ବଂଶଧର ଥିଲେ।

ଗୀତସଂହିତା 134:1

ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!

ଗୀତସଂହିତା 135:1

ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।

Interlinear

Choose Theme