Home Bibles ☰ Books ପ୍ରଥମ ବଂଶାବଳୀ 9:34 · ଓଡ଼ିଆ ବାଇବେଲ
ପ୍ରଥମ ବଂଶାବଳୀ 9:34 · ଓଡ଼ିଆ ବାଇବେଲ

ସମାନଙ୍କେର ପରିବାରର ଇତିହାସ ଅନୁସାରେ ଏହି ଲବେୀୟଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ, ସମାନେେ ପରିବାରର ମୁଖ୍ଯ ୟିରୁଶାଲମ ରେ ବାସ କରୁଥିଲେ।

Cross references

ପ୍ରଥମ ବଂଶାବଳୀ 8:28

ଏହି ବ୍ଯକ୍ତିମାନେ ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନଙ୍କେର ପାରିବାରିକ ଇତିହାସ ରେ ସମାନଙ୍କେୁ ମୁଖ୍ଯ ଭାବେ ଉଲ୍ଲେଖ କରାୟାଇଅଛି। ସମାନେେ ୟିରୁଶାଲମ ରେ ବାସ କରୁଥିଲେ।

ପ୍ରଥମ ବଂଶାବଳୀ 9:13

ସମୁଦାଯ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ପରମେଶ୍ବରଙ୍କ ମନ୍ଦିର ରେ ସବୋ କରିବା ରେ ଦକ୍ଷ ଲୋକ ଥିଲେ।

ନିହିମିୟା 11:1

ଇଶ୍ରାୟେଲମାନଙ୍କର ଅଧିପତିମାନେ ୟିରୁଶାଲମ ରେ ବାସ କଲେ। ଅବଶିଷ୍ଟ ଲୋକମାନେ ପବିତ୍ର ନଗର ୟିରୁଶାଲମ ରେ ବାସ କରିବା ନିମନ୍ତେ ପ୍ରତି ଦଶଜଣ ମଧ୍ଯରୁ ଜଣଙ୍କୁ ସେ ସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ଯାନ ନଗର ରେ ବାସ କରିବାକୁ ଗୁଲିବାଣ୍ଟ କଲେ।

Interlinear

Choose Theme