ପ୍ରଥମ ବଂଶାବଳୀ 9:36 · ଓଡ଼ିଆ ବାଇବେଲ
ୟିଯଲଙ୍କେ ଜେଷ୍ଠପୁତ୍ରର ନାମ ଥିଲା : ଅବ୍ଦୋନ୍। ଅନ୍ୟ ପୁତ୍ରମାନେ ଥିଲେ ସୂର୍, କୀଶ୍, ନେର୍, ବାଲ୍, ନାଦବ।
Cross references
ପ୍ରଥମ ବଂଶାବଳୀ 8:33
ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂଯ, ଅବୀନାଦବ୍ ଓ ଇଶବାଲାଙ୍କ ପିତା ଥିଲେ।
ପ୍ରଥମ ବଂଶାବଳୀ 9:39
ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ ଏବଂ ଶାଉଲ ଯୋନାଥନ୍, ମଲକୀଶୂଯ, ଅବୀନାଦବ ଓ ଈଶ୍-ବାଲ୍ଙ୍କ ପିତା ଥିଲେ।