Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:11 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:11 · ଓଡ଼ିଆ ବାଇବେଲ

ହେ ଭାଇ ଓ ଭଉଣୀମାନେ ଖ୍ଲଯୀଙ୍କ ପରିବାରର କେତକେ ଲୋକ ତୁମ୍ଭମାନଙ୍କ ବିଷୟ ରେ ମାେତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ପରସ୍ପର ବାଦବିବାଦ ଅଛି।

Cross references

ଆଦି ପୁସ୍ତକ 27:42

କିନ୍ତୁ ସହେି ବାକ୍ଯଗୁଡ଼ିକ ରିବିକାକୁ ଶୁଣା ୟାଇଥିଲା। ଏଷୌ ଯାକୁବକୁ ହତ୍ଯା କରିବାର ଯୋଜନା କରିଅଛି। ସେ ଯାକୁବକୁ ଡ଼ାକି କହିଲା, ଶୁଣ ତୁମ୍ଭର ଭାଇ ଏଷୌ ତୁମ୍ଭକୁ ମାରିବା ପାଇଁ ଯୋଜନା କରିଛି।

ଆଦି ପୁସ୍ତକ 37:2

ଏହା ହେଉଛି ଯାକୁବ ପରିବାରର ଇତିହାସ।

ପ୍ରଥମ ଶାମୁୟେଲ 25:14

ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ନାବଲର ସ୍ତ୍ରୀ ଅବୀଗଲକକ୍ସ୍ଟ ଜଣାଇ କହିଲା, ଦେଖ, ଦାଉଦ ଆମ୍ଭମାନଙ୍କୁ କର୍ତ୍ତାଙ୍କ ଶକ୍ସ୍ଟଭେଚ୍ଛା ଜଣଇବୋ ନିମନ୍ତେ ମରକ୍ସ୍ଟଭୂମିରକ୍ସ୍ଟ ଦୂତମାନଙ୍କୁ ପଠାଇଥିଲେ, କିନ୍ତୁ ସେ ସମାନଙ୍କେୁ ଖରାପ ଭବିଲେ।

ହିତୋପଦେଶ 13:10

ଅହଙ୍କାରରୁ କବଳେ କଳି ଉତ୍ପନ୍ନ ହୁଏ। ମାତ୍ର ସୁପରାମର୍ଶ ଗ୍ରାହକଠା ରେ ଜ୍ଞାନ ଅଛି।

ହିତୋପଦେଶ 18:6

ମୂର୍ଖର କଥା ବିବାଦ ରେ ପ୍ରର୍ବତ୍ତେ। ପୁଣି ତା'ର କଥା ମାଡ଼ ଖାଇବାକୁ ଡାକେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:3

ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:1

ଯେତବେେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ବାସୀ ବିରୁଦ୍ଧ ରେ ଅଭିଯୋଗ ଥାଏ, ସେତବେେଳେ ତୁମ୍ଭମାନେେ କାହିଁକି ବିଚାରାଳୟର ବିଚାରପତି ନିକଟକୁ ଯାଅ ? ପରମେଶ୍ବରଙ୍କ ଦୃଷ୍ଟି ରେ ସମାନେେ ଧାର୍ମିକ ନୁହଁନ୍ତି। ତେଣୁ ସୁବିଚାର ନିମନ୍ତେ ପରମେଶ୍ବରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ୟିବାକୁ ଲଜ୍ଜାବୋଧ ହୁଏ ନାହିଁ କି ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:18

ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:20

ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।

ଗାଲାତୀୟଙ୍କ ପ୍ରତି ପତ୍ର 5:15

ଯଦି ତୁମ୍ଭେ ଏକ ଆ ରକେକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ବାରା ପରସ୍ପରକୁ ଗ୍ରାସ କରି ଚାଲ, ତା ହେଲେ ତୁମ୍ଭମାନେେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହାଇେ ୟିବ। ତେଣୁ ସାବଧାନ ରୁହ।

ଗାଲାତୀୟଙ୍କ ପ୍ରତି ପତ୍ର 5:20

ମୂର୍ତ୍ତିପୂଜା, ଯାଦୁବିଦ୍ଯା, ଘୃଣା, ଝଗଡ଼ା, ଈର୍ଷା, କୋର୍ଧ, ସ୍ବାର୍ଥପରତା, ବିଭାଜନ କରିବା, ଦଳୀୟ ମନୋଭାବ,

ଗାଲାତୀୟଙ୍କ ପ୍ରତି ପତ୍ର 5:26

ଆମ୍ଭେ ବୃଥାଭିମାନୀ ହବୋ ନାହିଁ। ଏକ ଆ ରକେକୁ ଅସୁବିଧା ରେ ପକାଇବା ନାହିଁ ଏବଂ ଆମ୍ଭେ ପରସ୍ପରକୁ ଈର୍ଷା କରିବା ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:14

ଅଭିଯୋଗ ବା ବାଦାନୁବାଦ ନ କରି ପ୍ରେତ୍ୟକକ କାର୍ୟ୍ଯ କର।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:4

ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସହେି ଲୋକ ଶବ୍ଦର ଅର୍ଥକୁ ନଇେ ୟୁକ୍ତି ତର୍କ କରିବା ପାଇଁ ଅତ୍ଯଧିକ ଆଗ୍ରହୀ ହାଇେଥାଏ ଓ ସେ ବାଗ୍ୟୁଦ୍ଧ କରେ। ଏଗୁଡ଼ିକ ଦ୍ବାରା କଳି, ଇର୍ଷା, ଅପମାନ ଓ ସନ୍ଦହେ ଆସିଥାଏ।

Interlinear

Choose Theme