Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:13 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:13 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପା ରେ। ପାଉଲ କ'ଣ ତୁମ୍ଭମାନଙ୍କ ପାଇଁ କୃଶ ଉପରେ ପ୍ରାଣ ତ୍ଯାଗ କରିଥିଲେ କି ? ନା ! ତୁମ୍ଭମାନେେ କ'ଣ ପାଉଲଙ୍କ ନାମ ରେ ବାପ୍ତିଜିତ ହାଇେଛି ? ନା !

Cross references

ମାଥିଉଲିଖିତ ସୁସମାଚାର 28:19

ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:38

ପିତର ସମାନଙ୍କେୁ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ଯରୁ ପ୍ରେତ୍ୟକକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ବାପ୍ତିସ୍ମ ନବୋକୁ ପଡ଼ିବ। ତବେେ ତୁମ୍ଭମାନେେ ପବିତ୍ରଆତ୍ମାର ଦାନ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:16

ସମାନେେ କବଳେ ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହାଇେଥିଲେ। କିନ୍ତୁ ସେ ପର୍ୟ୍ଯନ୍ତ କାହା ଉପରେ ପବିତ୍ର ଆତ୍ମା ଅଧିଷ୍ଠିତ ହାଇେ ନଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:48

ତେଣୁ ପିତର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ବାପ୍ତିଜିତ ହବୋ ପାଇଁ କର୍ଣ୍ଣୀଲିୟ ତାହାଙ୍କର ଆତ୍ମୀୟସ୍ବଜନ ଓ ବନ୍ଧୁମାନଙ୍କୁ ଆଦେଶ ଦେଲେ. ତା'ପରେ ଲୋକମାନେ ପିତରଙ୍କୁ ସମାନଙ୍କେ ସହିତ ଆଉ କିଛି ଦିନ ରହିବାପାଇଁ ଅନୁରୋଧ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 19:5

ସମାନେେ ଏକଥା ଶୁଣି ପ୍ରଭୁ ଯୀଶୁଙ୍କ ନାମ ରେ ବାପ୍ତିଜିତ ହେଲେ।

ରୋମୀୟଙ୍କ ପ୍ରତି ପତ୍ର 14:9

ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:15

ଏଥିଲାଗି ଧନ୍ଯବାଦ ଦେଉଛି ଯେ, କହେି ହେଲେ ମାେ ନାମ ରେ ତୁମ୍ଭମାନେେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:19

ତୁମ୍ଭମାନେେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭମାନଙ୍କ ଶରୀର ପବିତ୍ର ଆତ୍ମାଙ୍କ ମନ୍ଦିର ଅଟେ। ପବିତ୍ର ଆତ୍ମା ଅନ୍ତର ରେ ଅଛନ୍ତି। ପବିତ୍ର ଆତ୍ମାଙ୍କୁ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ପାଇଛ। ତୁମ୍ଭମାନେେ ନିଜେ ନିଜର ନୁହଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:2

ସମାନେେ ମେଘ ଓ ସମୁଦ୍ର ରେ ମାଶାଙ୍କେ ଅନୁଗାମୀ ଭାବେ ଡ଼ୁବିତ ହାଇେଥିଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:14

ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:4

କାରଣ ଆମ୍ଭେ ଯେଉଁ ଯୀଶୁଙ୍କ ପ୍ରଚାର କରିଛୁ, ତାହାଠାରୁ ଭିନ୍ନ କଥା କହେି ଯୀଶୁଙ୍କର ବିଷୟ ରେ ପ୍ରଚାର କଲେ, ଅଥବା ଆମ୍ଭଠାରୁ ଯେଉଁ ପବିତ୍ର ଆତ୍ମା ବା ସୁସମାଚାର ବିଷୟ ରେ ତୁମ୍ଭମାନେେ ଶୁଣିଛ, ତା'ଠାରୁ ଭିନ୍ନ ଅନ୍ୟ ଆତ୍ମା ବା ସୁସମାଚାର ବିଷୟ ରେ ଯେତବେେଳେ ସମାନେେ କୁହନ୍ତି, ସେତବେେଳେ ତୁମ୍ଭମାନେେ ର୍ଧୈୟ୍ଯ ପୂର୍ବକ ସମାନଙ୍କେ ଠାରୁ ଶୁଣୁଛ।

ଗାଲାତୀୟଙ୍କ ପ୍ରତି ପତ୍ର 1:7

ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।

Interlinear

Choose Theme