Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:29 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:29 · ଓଡ଼ିଆ ବାଇବେଲ

ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।

Cross references

ଗୀତସଂହିତା 49:6

ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।

ଯିଶାଇୟ 10:15

ଗୋଟିଏ କୂରାଢ଼ି କ'ଣ ତା'ର ଛଦନକେର୍ତ୍ତାଠାରୁ ଅଧିକ ଶକ୍ତିଶାଳୀ ହାଇପୋରିବ କି ? କରତ କ'ଣ କରତିଯର ବିରୁଦ୍ଧ ରେ କିଛି କରିପାରିବ ନାହିଁ। ମାତ୍ର ଅଶୂର ପରମେଶ୍ବରଙ୍କଠାରୁ ଅଧିକ ଶକ୍ତିଶାଳୀ ବୋଲି ଭାବୁଛି। ଏହା ଯେପରି ଗୋଟିଏ ୟଷ୍ଟି ନିଜକୁ ୟଷ୍ଟିଧାରୀଠାରୁ ଅଧିକ ବଡ଼ ବୋଲି ମନେ କରେ।

ଯିରିମିୟ 9:23

ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

ରୋମୀୟଙ୍କ ପ୍ରତି ପତ୍ର 3:19

ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।

ରୋମୀୟଙ୍କ ପ୍ରତି ପତ୍ର 3:27

ତା' ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ବାସର ମାର୍ଗ ଦ୍ବାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରା ଯାଇଛି।

ରୋମୀୟଙ୍କ ପ୍ରତି ପତ୍ର 4:2

ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 15:17

ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:31

ଶାସ୍ତ୍ର ରେ ଏହିପରି ଲଖାେଅଛି : ଯଦି କାହାର ଗର୍ବ କରିବାକୁ ଥାଏ। ତା' ହେଲେ ସେ କବଳେ ପ୍ରଭୁଙ୍କଠା ରେ ଗର୍ବ କରିବା ଉଚିତ୍।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:7

କିଏ କହୁଛି ଯେ, ତୁମ୍ଭମାନେେ ଅନ୍ୟମାନଙ୍କ ତୁଳନା ରେ ଭଲ ? ଯାହା କିଛି ତୁମ୍ଭମାନଙ୍କ ପାଖ ରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତାହା ତୁମକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା' ହେଲେ ସଗେୁଡ଼ିକ ତୁମ୍ଭମାନେେ ନିଜ ଶକ୍ତି ଦ୍ବାରା ପାଇଛ ବୋଲି ଗର୍ବ କରୁଛ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:6

ତୁମ୍ଭମାନଙ୍କ ଗର୍ବ ଓ ଅହଂଙ୍କାର ଭଲ ନୁହେଁ। ତୁମ୍ଭମାନେେ ଏହି ଉକ୍ତି ବିଷୟ ରେ ଜାଣିଛ ଯେ, ଅଳ୍ପ ଟିକିଏ ଖମୀର ସମସ୍ତ ଗୋଳାମଇଦାକୁ ଫୁଲାଇ ଦିଏ।

ଏଫିସୀୟଙ୍କ ପ୍ରତି ପତ୍ର 2:9

ତୁମ୍ଭେ ନିଜ କର୍ମ ଦ୍ବାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ।

Interlinear

Choose Theme