ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।
Cross references
ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।
ସେ ସମୟରେ ସ୍ବର୍ଗରାଜ୍ଯ, ବର ଖାଜେିବାକୁ ବାହାରିଥିବା ଦଶଜଣ କୁମାରୀ ଝିଅଙ୍କ ଭଳି ହବେ। ଏହି ଝିଅମାନେ ବର ସହିତ ସକ୍ଷାତ କରିବାକୁ ବାହାରିଥିଲେ। ସମାନେେ ତାହାଙ୍କ ସହିତ ଦୀପ ଆଣି ଥିଲେ,
ବିବାହ ଭୋଜିରୁ ଫରେି ମାଲିକ ଯେପରି ତୁମ୍ଭମାନଙ୍କୁ ପ୍ରସ୍ତୁତ ଦେଖନ୍ତି, ଏପରି ଚାକରମାନଙ୍କ ଭଳି ହୁଅ। କାରଣ ମାଲିକ ଫରେି ଆସି କବାଟ ବାଡଇବୋ ମାତ୍ ରେ ଚାକରମାନେ ସଙ୍ଗେସଙ୍ଗେ ମାଲିକକୁ ଦୁଆର ଫିଟଇେ ଦବେେ।
ଯେତବେେଳେ ମନଷ୍ଯପୁତ୍ର ଫରେି ଆସିବେ, ସେତବେେଳେ ଠିକ୍ ସହେିଭଳି ଘଟଣା ଘଟିବ।
ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
ଅତଏବ, ଅନ୍ୟ ମଣ୍ଡଳୀଗୁଡ଼ିକ ଯାହା ପାଇ ଥିଲେ ତା'ସବୁ ତୁମ୍ଭମାନେେ ମଧ୍ଯ ପାଇଛ। କବଳେ ଗୋଟିଏ କଥା ତନ୍ମଧ୍ଯରୁ ଅଲଗା : ମୁଁ ତୁମ୍ଭମାନଙ୍କ ଉପରେ କବେେ ହେଲେ ଭାରସ୍ବରୂପ ନ ଥିଲି। ଏଥିପାଇଁ ମାେତେ କ୍ଷମା କରି ଦିଅ।
କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।
ଖ୍ରୀଷ୍ଟ ହେଉଛନ୍ତି ତୁମ୍ଭମାନଙ୍କର ଜୀବନ। ତେଣୁ ଯେତବେେଳେ ସେ ଆଉ ଥରେ ଆସିବେ, ତାହାଙ୍କ ମହିମା ରେ ତୁମ୍ଭମାନେେ ଅଂଶ ପାଇବ।
ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଙ୍କର ସ୍ବର୍ଗରୁ ଆସିବା ସମୟକୁ ଅପେକ୍ଷା କରି ମୂର୍ତ୍ତିପୂଜା ବନ୍ଦ କରିଥିଲି। ପରମେଶ୍ବର ତାଙ୍କ ପୁତ୍ର ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଛନ୍ତି। ପରମେଶ୍ବରଙ୍କ ଆଗାମୀ କୋରଧପୂର୍ଣ୍ଣ ବିଚାରରୁ ଯୀଶୁ ଆମ୍ଭକୁ ଉଦ୍ଧାର କରନ୍ତି।
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
ଏବେ ମୁଁ ତୁମ୍ଭକୁ କହୁଛି : ତୁମ୍ଭକୁ ଦିଆ ଯାଇଥିବା ଆଦେଶଗୁଡ଼ିକ ପାଳନ କର। ଯୀଶୁ ଖ୍ରୀଷ୍ଟଙ୍କର ପୁନରାଗମନ ପର୍ୟ୍ଯନ୍ତ ସହେି କାମଗୁଡ଼ିକ ନିଭୁର୍ଲ ଭାବରେ ଓ ଅନିନ୍ଦନୀୟ ଭାବରେ କର।