ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି ( ଯେଉଁମାନେ ମାଶାଙ୍କେୁ ଅନୁସରଣ କରିଥିଲେ) କ'ଣ ହେଲା ତାହା ତୁମ୍ଭମାନେେ ଜାଣି ରଖ। ପରମେଶ୍ବର ସମାନଙ୍କେୁ ମେଘ ସ୍ତମ୍ଭ ଦ୍ବାରା ସୁଫ ସାଗରକୁ ପାର କରାଇଥିଲେ।
Cross references
ସଦାପ୍ରଭୁ ସମାନଙ୍କେୁ ଆଗକୁ ପଥ କଢାଇ ନେଲେ, ଦିନ ବେଳେ ସଦାପ୍ରଭୁ ସମାନଙ୍କେୁ ମେଘସ୍ତମ୍ଭ ଦ୍ବାରା ରାସ୍ତା ଦଖାଇେଲେ ଏବଂ ରାତି ରେ ସେ ସମାନଙ୍କେୁ ଅଗ୍ନିସ୍ତମ୍ଭ ସାହାୟ୍ଯ ରେ ଆଗଇେ ନେଲେ।
ଏହାପରେ ସଦାପ୍ରଭୁଙ୍କର ଦୂତ ୟିଏକି ଇଶ୍ରାୟେଲୀୟ ସୈନ୍ଯମାନଙ୍କ ଆଗ ରେ ଥିଲେ, ସମାନଙ୍କେ ପଛକୁ ଗଲେ। ତେଣୁ ଘନମେଘ ସହେି ଲୋକମାନଙ୍କ ସମ୍ମୁଖ ରେ ଗତିକରି ପଛ ପଟକୁ ଗଲା।
ମାତ୍ର ଇଶ୍ରାୟେଲର ଲୋକମାନେ ଶୁଷ୍କ ଭୂମିରେ ଗମନ କଲେ। ସମୁଦ୍ରର ଜଳ ସମାନଙ୍କେର ବାମ ଓ ଡାହାଣ ପାଶର୍ବ ରେ କାନ୍ଥପରି ଛିଡା ହାଇେ ରହିଲା।
ଏହାପରେ ସହେି ମେଘ ସମାଗମ ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା।
ଯେଉଁଦିନ ପବିତ୍ର ତମ୍ବୁ ସ୍ଥାପିତ ହେଲା, ସହେିଦିନ ମେଘ ନିଯମ ତମ୍ବୁ ଆଚ୍ଛାଦନ କଲା। ପୁଣି ତାହା ସନ୍ଧ୍ଯା ସମୟରୁ ପ୍ରଭାତ ପର୍ୟ୍ଯନ୍ତ ପବିତ୍ର ତମ୍ବୁ ଉପରେ ଅଗ୍ନିତୁଲ୍ଯ ଦଖାଗେଲା।
ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତି ରେ ଏହା ଅଗ୍ନିତୁଲ୍ଯ ଦଖାଗେଲା।
ପୁଣି ସମାନେେ ଏ ଦେଶ ନିବାସିମାନଙ୍କୁ ତାହା କହିବେ, ସମାନେେ ଶୁଣିଛନ୍ତି ଯେ ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧିଅରେ ଅଛନ୍ତି, କାରଣ ତୁମ୍ଭେ ସମାନଙ୍କେୁ ପ୍ରତ୍ଯକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସମାନଙ୍କେ ଉପରେ ଅବସ୍ଥାନ କରୁଅଛି। ତୁମ୍ଭେ ଦିନ ବେଳେ ମେଘସ୍ତମ୍ଭ ରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭ ରେ ସମାନଙ୍କେ ଆଗେ ଆଗେ ଗମନ କରୁଅଛ।
ଏହାପରେ ସମାନେେ ପୀହହୀରୋତ୍ର ସମ୍ମୁଖରୁ ୟାତା୍ର କରି ସମୁଦ୍ର ମଧ୍ଯ ଦଇେ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ୟାତ୍ରା କରି ମାରା ରେ ଛାଉଣୀ ସ୍ଥାପନ କଲେ।
ଯେତବେେଳେ ତୁମ୍ଭମାନେେ ୟାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ୟାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନରକ୍ସ୍ଟପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦଖାଇବୋ ପାଇଁ ସେ ରାତ୍ର ରେ ଅଗ୍ନିଶିଖା, ଦିନ ରେ ମେଘସ୍ତମ୍ଭଦ୍ବାରା ଗମନ କଲେ।
ଆମ୍ଭମାନେେ ପାର ହବୋୟାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତାଙ୍କର ଶକ୍ତିବଳ ରେ ସୂଫ ସମକ୍ସ୍ଟଦ୍ର ଶିଷ୍କ କରିଥିଲେ, ସହେିପରି ତୁମ୍ଭମାନେେ ପାର ହବୋ ପର୍ୟ୍ଯନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ୟର୍ଦ୍ଦନ ନଦୀ ଶକ୍ସ୍ଟଷ୍କ କଲେ।'
ତୁମ୍ଭେ ସମାନଙ୍କେ ସାକ୍ଷାତ ରେ ସମୁଦ୍ରକୁ ଭାଗ କଲ। ସମାନେେ ଶୁଷ୍କ ଭୂମି ଦଇେ ୟିବାପରି ସମୁଦ୍ର ମଧିଅରେ ଗଲେ। ମାତ୍ର ଗଭୀର ଜଳ ରେ ପ୍ରସ୍ତର ତୁଲ୍ଯ ତୁମ୍ଭେ ସମାନଙ୍କେ ପେଛ ଗୋଡଇବା ଲୋକମାନଙ୍କୁ ଅଗାଧ ସମୁଦ୍ର ରେ ନିକ୍ଷପେ କଲ।
ସେତବେେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସମାନଙ୍କେୁ ପ୍ରାନ୍ତର ରେ ପରିତ୍ଯାଗ କଲ ନାହିଁ। ପଥ ପଢାଇବା ନିମନ୍ତେ ଦିବସ ରେ ମେଘସ୍ତମ୍ଭ ଓ ରାତ୍ରି ରେ ଅଗ୍ନି ମଶାଲକୁ ସମାନଙ୍କେଠାରୁ ଛଡାଇ ନଇେ ନାହିଁ।
ପରମେଶ୍ବର ପର୍ୟ୍ଯାଯକ୍ରମେ ସମୁଦ୍ରକୁ ଶୁଖାଇ ଥିଲେ। ତାଙ୍କର ଲୋକ ନଦୀକୁ ଅତିକ୍ରମ କରି ଚାଲିଲେ।
ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
ପରମେଶ୍ବର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ ଏବଂ ସେ ଦୁଇପାଶର୍ବର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ଯମାନ କରାଇଲେ।
ପରମେଶ୍ବର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ। ତଣେୁ ସମାନେେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ବର ଲୋହିତ ସମୁଦ୍ରରେ ବୁଡ଼ାଇଲେ।