Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:15 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:15 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ବୁଦ୍ଧିମାନ, ତେଣୁ ମୁଁ ଏହ କହୁଛି। ମୁଁ ଯାହା କହୁଛି, ତୁମ୍ଭମାନେେ ନିଜେ ପରୀକ୍ଷା କରି ଦେଖ।

Cross references

ଆୟୁବ ପୁସ୍ତକ 34:2

ହେ ଜ୍ଞାନୀମାନେ ମାେ କଥା ମନଦଇେ ଶୁଣ, ଯାହା ମୁଁ କହିବାକୁ ଚାହୁଁଛି। ହେ ବୁଦ୍ଧିମାନ ମାେ କଥାକୁ ଧ୍ଯାନ ଦଇେ ଶୁଣ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:10

ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମୂର୍ଖ ହାଇେଛୁ। କିନ୍ତୁ ତୁମ୍ଭମାନେେ ନିଜକୁ ଖ୍ରୀଷ୍ଟଙ୍କଠା ରେ ବୁଦ୍ଧିମାନ୍ ବୋଲି ଭାବୁଛ। ଆମ୍ଭେ ଦୁର୍ବଳ, ତୁମ୍ଭମାନେେ ନିଜକୁ ବଳବାନ ମନେ କରୁଛ। ଲୋକେ ତୁମ୍ଭମାନଙ୍କୁ ସମ୍ମାନ ଦିଅନ୍ତି କିନ୍ତୁ ଆମ୍ଭମାନଙ୍କୁ ସମ୍ମାନ ଦିଅନ୍ତି ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:5

ମୁଁ ତୁମ୍ଭକୁ ଲଜ୍ଜା ଦବୋ ପାଇଁ ଏପରି କହୁଛି। ଖ୍ରୀଷ୍ଟ ବିଶ୍ବାସୀ ଭାଇମାନଙ୍କ ମଧିଅରେ ଥିବା ବିବାଦର ବିଚାର କରିବାକୁ ତୁମ୍ଭମାନଙ୍କ ଭିତ ରେ କ'ଣ ଜଣେ ହେଲେ ଜ୍ଞାନୀ ଲୋକ ନାହିଁ ?

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 8:1

ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:13

ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି ? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 14:20

ଭାଇ ଓ ଭଉଣୀମାନେ, ବୁଦ୍ଧି ରେ ପିଲାମାନଙ୍କ ପରି ହୁଅନାହିଁ ବରଂ ମନ୍ଦ ବିଷୟ ରେ ଶିଶୁ ପରି ହୁଅ ଓ ବୁଦ୍ଧି ରେ ପୂର୍ଣ୍ଣ ବୟସ୍କ ହୁଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:21

କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।

Interlinear

Choose Theme