ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ ସବୁ ବିଷୟ ଭଲ ନୁହେଁ। ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ କେତକେ ବିଷୟ ଅନ୍ୟମାନଙ୍କ ବିଶ୍ବାସକୁ ଦୃଢ଼ କରିବା ରେ ସାହାୟ୍ଯ କରେ ନହିଁ।
Cross references
ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।
ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।
ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି। କିନ୍ତୁ ପ୍ରେତ୍ୟକକ ବିଷୟ ଭଲ ନୁହେଁ। ସମସ୍ତ ବିଷୟ ସାଧନ କରିବା ପାଇଁ ମାେତେ ଅନୁମତି ମିଳିଛି କିନ୍ତୁ ମାେ ଉପରେ କତ୍ତୃର୍ତ୍ବ କରିବାକୁ ମୁଁ କାହାକୁ ଦବେି ନାହିଁ।
ଏବେ ମୁଁ ମୂର୍ତ୍ତିଗୁଡ଼ିକଠା ରେ ଉତ୍ସର୍ଗୀକୃତ ମାଂସ ବିଷୟ ରେ କହିବି। ଆମ୍ଭେ ଜାଣୁ ଆମ୍ଭ ସମସ୍ତଙ୍କ ପାଖ ରେ ଜ୍ଞାନ ଅଛି। କିନ୍ତୁ ଜ୍ଞାନ ତୁମ୍ଭମାନଙ୍କୁ ଅହଂକାରୀ କରିଦିଏ।
କିନ୍ତୁ ନିଜର ସ୍ବାଧୀନତା ବିଷୟ ରେ ସାବଧାନ ରୁହ। ତୁମ୍ଭମାନଙ୍କର ଏହି ସ୍ବାଧୀନତା, ଦୁର୍ବଳ ବିଶ୍ବାସୀମାନଙ୍କୁ ପାପରେ ନ ପକାଉ।
କିନ୍ତୁ ୟିଏ ଭାବବାଣୀ କ ହେ, ସେ ଲୋକମାନଙ୍କୁ ଦୃଢ଼ତା, ଉତ୍ସାହ ଓ ସାନ୍ତ୍ବନାର କଥା କ ହେ।
ତୁମ୍ଭପାଇଁ ମଧ୍ଯ ଏହା ପ୍ରୟୁଜ୍ଯ। ତୁମ୍ଭମାନେେ ଆଧ୍ଯାତ୍ମିକ ଦାନ ପାଇବା ପାଇଁ ଅତି ଉତ୍ସୁକ। ଅତଏବ, ମଣ୍ଡଳୀର ନିଷ୍ଠା ନିମନ୍ତେ ଆତ୍ମିକ ଦାନ ସବୁ ପ୍ରଚୁର ପରିମାଣ ରେ ପାଇବାକୁ ଚେଷ୍ଟା କର।
ତୁମ୍ଭମାନେେ ପରମେଶ୍ବରଙ୍କୁ ପ୍ରକୃତ ରେ ଭଲ ଭାବରେ ଧନ୍ଯବାଦ ଜଣାଉଛ, କିନ୍ତୁ ତା'ଦ୍ବାରା ଅନ୍ୟ ଲୋକ ଆଧ୍ଯାତ୍ମିକ ଲାଭ ପାଉ ନାହିଁ।
ତା' ହେଲେ, ଭାଇ (ଓ ଭଉଣୀ)ମାନେ, ତୁମ୍ଭେ କ'ଣ କରିବା ଉଚିତ୍ ? ତୁମ୍ଭେ ଯେତବେେଳେ ଏକାଠି ହେଉଛି, ତୁମ୍ଭମାନଙ୍କ ମଧିଅରେ କହେି ଗୀତ ବା ଶିକ୍ଷା ବା ପରମେଶ୍ବରଙ୍କ ନୂତନ ସତ୍ଯ, ଅନ୍ୟଭାଷା ବା ଭାଷାର ଅର୍ଥ କହିଥାଏ। ସମସ୍ତ ବିଷୟ ମଣ୍ଡଳୀର ନିଷ୍ଠା ନିମନ୍ତେ କରାଯାଉ।
ତୁମ୍ଭମାନେେ କ'ଣ ଭାବୁଛ ଯେ ଆମ୍ଭେ ଏତେ ସମୟ ଧରି ଆମ୍ଭ ପକ୍ଷ ରେ ୟୁକ୍ତି ବାଢୁ ଥିଲୁ। ଆମ୍ଭେ ଖ୍ରୀଷ୍ଟଙ୍କର ଅନୁସରଣକାରୀ ହିସାବ ରେ ପରମେଶ୍ବରଙ୍କ ଆଗ ରେ କହିଥିଲୁ। ତୁମ୍ଭମାନେେ ଆମ୍ଭର ପ୍ରିୟ ମିତ୍ର। ଆମ୍ଭେ ଯାହା କିଛି କହୁଛୁ ତାହା ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ ହବେ ବୋଲି କହୁଛୁ।
ଯେ ତବେଳେ ତୁମ୍ଭେ କଥାବାର୍ତ୍ତା କର, ସେତବେେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସମାନଙ୍କେୁ ଶକ୍ତିଶାଳୀ କରିବା ପାଇଁ ସାହାୟ୍ଯ କରିପାରୁଥିବ। ଏହାଦ୍ବାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସମାନଙ୍କେର ମଙ୍ଗଳ ହବେ।
ଅତଏବ ପରସ୍ପରକୁ ସାନ୍ତ୍ବନା ଦିଅ, ଜଣେ ଅନ୍ୟ ଜଣକୁ ଆଧ୍ଯାତ୍ମିକ ଭାବରେ ଗଢ଼ ଏବଂ ପରସ୍ପରଠା ରେ ନିଷ୍ଠା ଜନ୍ମାଅ। ତୁମ୍ଭେ ଏବେ ମଧ୍ଯ ସଇେଆ କରୁଛ।
ସମାନଙ୍କେୁ କୁହ ଯେ, ସମାନେେ ଅସତ୍ଯ କଥାଗୁଡ଼ିକ କହି ଓ ବଂଶାବଳୀର ଲମ୍ବା ନାମସୂଚୀଗୁଡ଼ିକ ଦଇେ ସମୟ ନଷ୍ଟ କରନ୍ତୁ ନାହିଁ। କାରଣ ସଗେୁଡ଼ିକ ଦ୍ବାରା କବଳେ ତର୍କବିତର୍କ ହୁଏ। ସଗେୁଡ଼ିକ ପରମେଶ୍ବରଙ୍କ କାମ ପାଇଁ ସାହାୟ୍ଯ କରେ ନାହିଁ।