କିନ୍ତୁ ସମାଙ୍କେ ଭିତରୁ ଅଧିକଙ୍କ ଉପରେ ପରମେଶ୍ବର ପ୍ରସନ୍ନ ନ ଥିଲେ। ସେଥିପାଇଁ ସମାନେେ ମରୁ ପ୍ରାନ୍ତର ରେ ମରିଗଲେ।
Cross references
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?
ସମାନଙ୍କେୁ କୁହ, 'ସଦାପ୍ରଭୁ ପ୍ରତିଜ୍ଞା କରନ୍ତି। ସମାନେେ ଯାହା ଅଭିଯୋଗ କରିଛନ୍ତି' ତାହାହିଁ ମୁଁ କରିବି।
ଯେଉଁମାନେ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ସେ ଦେଶର ଅପଖ୍ଯାତି ପ୍ରଚାର କରିଥିଲେ, ସମାନେେ ସଦାପ୍ରଭୁଙ୍କ ଉପସ୍ଥିତ ରେ ମହାମାରୀ ଦ୍ବାରା ମଲେ।
ମାତ୍ର ସୀନଯ ମରୁଭୂମିରେ ଇଶ୍ରାୟେଲ ଲୋକମାନଙ୍କର ଗଣନାକାରୀ ମାଶାେ ଓ ହାରୋଣ ଯାଜକ ଦ୍ବାରା ଯେଉଁମାନେ ଗଣିତ ହାଇେଥିଲେ, ସମାନଙ୍କେ ମଧ୍ଯରୁ ଜଣେ ଏମାନଙ୍କ ମଧିଅରେ ନ ଥିଲା। ସହେି ଲୋକମାନେ ସମସ୍ତେ ମୃତ୍ଯୁବରଣ କରିଥିଲେ।
ସଦାପ୍ରଭୁ ତୁମ୍ଭମାନଙ୍କର କଥା ଶୁଣିଲେ, ଏବଂ କୋରଧ କଲେ। ସେ ଦୃଢ ପ୍ରତିଜ୍ଞା କରି କହିଲେ।
ସଦାପ୍ରଭୁଙ୍କର ହସ୍ତ ସମାନଙ୍କେ ବିପକ୍ଷ ରେ ସମସ୍ତ ଲୋକମାନଙ୍କୁ ଧ୍ବଂଶ କରିବା ପର୍ୟ୍ଯନ୍ତ ଥିଲା।
କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ !ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ।
ହେ ପ୍ରଭୁ, ତୁମ୍ଭ ବଂଶାନୁକ୍ରମେ ଆମ୍ଭମାନଙ୍କର ବାସସ୍ଥାନ ହାଇେଅଛ।
ହେ ପରମେଶ୍ବର, ତୁମ୍ଭ କୋର୍ଧରେ ଆମ୍ଭମାନେେ କ୍ଷଯ ହେଉ। ପୁଣି ତୁମ୍ଭ କୋର୍ଧ ଆମ୍ଭଙ୍କୁ ଭୟଭୀତ କରେ।
ତଣେୁ ଆମ୍ଭେ ତାଙ୍କ ଉପରେ କୋର୍ଧିତ ହେଲୁ ଏବଂ ପ୍ରତିଜ୍ଞା କଲୁ, ସମାନେେ ଆଉ ଆମ୍ଭର ବିଶ୍ରାମ ଭୂମିକୁ ପ୍ରବେଶ କରିପାରିବେ ନାହିଁ।
ତଣେୁ ପରମେଶ୍ବର ସମାନଙ୍କେୁ ମରୁଭୂମିରେ ବିନାଶ କରିବା ପାଇଁ ଶପଥ କଲେ।
ପରମେଶ୍ବର ଚାଳିଶ ବର୍ଷ ଧରି ତାହା ପ୍ରତି କୋରଧ କରିଥିଲେ ? ଯେଉଁମାନେ ପାପ କରିଥିଲେ ସମାନଙ୍କେ ପ୍ରତି ପରମେଶ୍ବର କୋରଧ କରିଥିଲେ। ସମାନେେ ମରୁଭୂମିରେ ମଲେ।
ତୁମ୍ଭେ ଆଗରୁ ଜାଣିଥିବା କେତକେ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାୟ୍ଯ କରିବାକୁ ଚା ହେଁ। ମନରେଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିସର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ବାସୀ ଲୋକମାନଙ୍କୁ ଧ୍ବଂସ କରି ଦେଲେ।