Home Bibles ☰ Books କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:1 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:1 · ଓଡ଼ିଆ ବାଇବେଲ

ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭମାନେେ ସପରେି ଅନୁସରଣ କର।

Cross references

ରୋମୀୟଙ୍କ ପ୍ରତି ପତ୍ର 15:2

ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:16

ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ ଯେ, ତୁମ୍ଭମାନେେ ମାେପରି ହୁଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:33

ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।

ଏଫିସୀୟଙ୍କ ପ୍ରତି ପତ୍ର 5:1

ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:4

କବଳେ ନିଜ ଜୀବନ ବିଷୟ ରେ ଆଗ୍ରହୀ ନ ହାଇେ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟ ରେ ମଧ୍ଯ ଆଗ୍ରହୀ ହୁଅ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:17

ଭାଇ ଓ ଭଉଣୀମାନେ! ତୁମ୍ଭେ ସମସ୍ତେ ମାେ ଭଳି ଜୀବନ-ଯାପନ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ଆମ୍ଭେ ଯେଉଁ ଆଦର୍ଶ ଦଖାଇେଛୁ, ତୁମ୍ଭମାନଙ୍କ ଭିତରୁ ଯେଉଁମାନେ ସହେି ଅନୁସାରେ ଜୀବନ-ଯାପନ କରୁଛନ୍ତି, ସମାନଙ୍କେୁ ଅନୁସରଣ କର।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:6

ଏବେ ତୁମ୍ଭମାନେେ ମଧ୍ଯ ଆମ୍ଭ ଭଳି ଓ ପ୍ରଭୁଙ୍କ ଭଳି ହାଇଯୋଇଛ। ଅତ୍ଯଧିକ କଷ୍ଟ ପାଇଲା ପରେ ମଧ୍ଯ ତୁମ୍ଭମାନେେ ସହେି ଶିକ୍ଷାକୁ ଆନନ୍ଦ ରେ ଗ୍ରହଣ କରିଛ। ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ଏହି ଆନନ୍ଦ ପ୍ରଦାନ କରିଛନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:9

ଆମ୍ଭେ ଦିନ ରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାୟ୍ଯ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନବୋ ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖ ରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଆମ୍ଭେ ଏପରି କରିଥିଲୁ।

ଏବ୍ରୀ 6:12

ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।

Interlinear

Choose Theme