Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:18 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:18 · ଓଡ଼ିଆ ବାଇବେଲ

ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।

Cross references

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:10

ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 3:3

ତୁମ୍ଭମାନେେ ଆତ୍ମିକ ଜୀବନ ରେ ଏବେ ମଧ୍ଯ ଶିଶୁ ଭଳି ଅଛ। ତୁମ୍ଭମାନେେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧିଅରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭମାନେେ ଏବେ ମଧ୍ଯ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 5:1

ଲୋକେ ପ୍ରକୃତ ରେ କହୁଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ୟୌନଗତ ପାପ ଅଛି। ଏହି ପାପ ଏପରିକି ପରମେଶ୍ବରଙ୍କୁ ନ ଜାଣିଥିବା ଲୋକମାନଙ୍କ ଠା ରେ ମଧ୍ଯ ଏହା ହୁଏ ନାହିଁ। ଲୋକେ କହୁଛନ୍ତି ଯେ, ଜଣେ ଲୋକ ନିଜ ବାପାର ସ୍ତ୍ରୀ ସହିତ ବାସ କରୁଛି,

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:1

ଯେତବେେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ବାସୀ ବିରୁଦ୍ଧ ରେ ଅଭିଯୋଗ ଥାଏ, ସେତବେେଳେ ତୁମ୍ଭମାନେେ କାହିଁକି ବିଚାରାଳୟର ବିଚାରପତି ନିକଟକୁ ଯାଅ ? ପରମେଶ୍ବରଙ୍କ ଦୃଷ୍ଟି ରେ ସମାନେେ ଧାର୍ମିକ ନୁହଁନ୍ତି। ତେଣୁ ସୁବିଚାର ନିମନ୍ତେ ପରମେଶ୍ବରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ୟିବାକୁ ଲଜ୍ଜାବୋଧ ହୁଏ ନାହିଁ କି ?

Interlinear

Choose Theme