ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
Cross references
ଏହାପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରେତ୍ୟକକ ନିଜ ନିଜ ଅଙ୍ଗାରଧାନୀ ନଇେ ତହିଁରେ ଅଗ୍ନି ଦଇେ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସମାନେେ ପରମେଶ୍ବରଙ୍କ ସମ୍ମୁଖ ରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ।
ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନଙ୍କ ମଧିଅରେ କିମ୍ବା ତୁମ୍ଭମାନଙ୍କ ଭବିଷ୍ଯତ ସନ୍ତାନଗଣ ମଧିଅରେ ଯବେେ କହେି ଶବ ଦ୍ବାରା ଅଶୁଚି ହୁଏ, କିମ୍ବା କହେି ଜଣେ ଯଦି ଦୂର ସ୍ଥାନ ରେ ପଥିକ ହୁଏ, ତଥାପି ସମାନେେ ନିସ୍ତାର ପର୍ବ ପାଳନ କରିପାରିବେ।
ମାତ୍ର ଯେ କହେି ଶୁଚି ଥାଇ ଓ ପଥିକ ନ ହାଇେ ନିସ୍ତାର ପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ଯରୁ ବହିଷ୍କାର କରାୟିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସହେି ମନୁଷ୍ଯ ଆପଣା ପାପ ବହିବ।
ଇଫ୍ରଯିମ, ମନଃଶି, ଇଷାଖର ଓ ସବୂଲୂନ୍ର ଅନକେ ଲୋକ ନିଜକୁ ଯଥାର୍ଥରୂପେ ନିସ୍ତାରପର୍ବ ନିମନ୍ତେ ପ୍ରସ୍ତୁତ କରି ନ ଥିଲେ। ସମାନେେ ନିସ୍ତାରପର୍ବକୁ ଯଥାର୍ଥରୂପେ ଯେପରି ମାଶାଙ୍କେ ବ୍ଯବସ୍ଥା ନିଯମ ରେ କୁହାୟାଇଥିଲା, ସହେିପରି ପାଳନ କଲେ ନାହିଁ। କିନ୍ତୁ ହିଜକିଯ ସହେି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ। ହିଜକିଯ ଏହି ପ୍ରକା ରେ ପ୍ରାର୍ଥନା କଲେ, ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମଙ୍ଗଳକାରୀ ଅଟ।
ରାଜା ଅତିଥିମାନଙ୍କୁ ଦେଖିବାକୁ ଭିତରକୁ ଆସିଲେ। ସେ ସଠାେରେ ଗୋଟିଏ ଲୋକକୁ ବିବାହ ପୋଷାକ ନ ପିନ୍ଧି ଆସିଥିବାର ଦେଖିଲେ।
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।
ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
ମୁଁ ତୁମ୍ଭ ସମସ୍ତଙ୍କ ବିଷୟ ରେ କହୁନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସମାନଙ୍କେୁ ଜାଣେ। କିନ୍ତୁ ଶାସ୍ତ୍ର ରେ ଯାହା ଲଖାେଅଛି, ତାହା ନିଶ୍ଚୟ ଘଟିବ: ' ଯେଉଁଲୋକ ମାେ ସହିତ ଖାଏ, ସେ ମାେ ବିରୁଦ୍ଧ ରେ ଠିଆ ହବେ।'
ତୁମ୍ଭମାନେେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ଯ ପିଇ ପାରିବ ନାହିଁ। ସହେିପରି ପ୍ରଭୁଙ୍କ ମଜେ ଓ ଶୟତାନର ମଜେ ଉଭୟର ଅଂଶୀଦାର ହାଇେ ବସି ପାରିବ ନାହିଁ।
ତା' ହେଲେ ଯେଉଁ ଲୋକ ପରମେଶ୍ବରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା'ପାଇଁ କଣ ଦଣ୍ଡବିଧାନ ହବୋ ଉଚିତ ? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ। ନୂତନ ନିୟମ ଆରମ୍ଭ କରି ଥିବା ଉକ୍ତ ପ୍ରତି ଯେଉଁଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସହେି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହବେ କାରଣ ସହେି ରକ୍ତ ସହେି ଲୋକକୁ ଥରେ ପବିତ୍ର କରିଥିଲା।