Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:8 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:8 · ଓଡ଼ିଆ ବାଇବେଲ

ପୁରୁଷ ସ୍ତ୍ରୀ ଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।

Cross references

ଆଦି ପୁସ୍ତକ 2:21

ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 2:13

କାରଣ ଆଦମ ପ୍ରଥମ ରେ ସୃଷ୍ଟି ହେଲେ। ହବା ପରେ ସୃଷ୍ଟି ହେଲେ।

Interlinear

Choose Theme