Home Bibles କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:9 · ଓଡ଼ିଆ ବାଇବେଲ
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:9 · ଓଡ଼ିଆ ବାଇବେଲ

ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହାଇେ ନ ଥିଲା ; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହାଇେଥିଲା।

Cross references

ଆଦି ପୁସ୍ତକ 2:18

ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।

ଆଦି ପୁସ୍ତକ 2:20

ମନୁଷ୍ଯ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶ ରେ ଉଡୁଥିବା ପକ୍ଷୀ ଏବଂ ପ୍ରେତ୍ୟକକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା' ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନଥିଲେ।

ଆଦି ପୁସ୍ତକ 2:23

ସହେି ମନୁଷ୍ଯ କହିଲେ,

Interlinear

Choose Theme