କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:24 · ଓଡ଼ିଆ ବାଇବେଲ
ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ଯାନ ଦବୋ ଆବଶ୍ଯକ ହାଇେ ନ ଥାଏ। କିନ୍ତୁ ପରମେଶ୍ବର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦଇେ ଶରୀରକୁ ଗଠନ କରିଛନ୍ତି।
Cross references
ଆଦି ପୁସ୍ତକ 2:25
ମନୁଷ୍ଯ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସମାନେେ ଲଜ୍ଜାବୋଧ କରୁନଥିଲେ।
ଆଦି ପୁସ୍ତକ 3:11
ସଦାପ୍ରଭୁ ପରମେଶ୍ବର ଆଦମକୁ କହିଲେ, ତୁମ୍ଭକୁ କିଏ କହିଲା ଯେ, ତୁମ୍ଭେ ଉଲଗ୍ନ? ତୁମ୍ଭେ କଣ ଉଦ୍ୟାନର ସହେି ବୃକ୍ଷର ଫଳ ଖାଇଲ, ଯାହା ଖାଇବା ପାଇଁ ମୁଁ ମନା କରିଥିଲି!